୯ ଦିନରେ ୯ଥର ବଢ଼ିଲା ତୈଳ ଦର

ନୂଆଦିଲ୍ଲୀ: ବଢ଼ିଚାଲିଛି ପେଟ୍ରୋଲ ଓ ଡିଜେଲ ଦର।  ସାଧାରଣ ଲୋକଙ୍କ ପାଇଁ ଏହା ଏବେ ମୁଣ୍ଡ ବ୍ୟଥାର କାରଣ ପାଲଟିଛି । ଲଗାତାର ଭାବେ ନବମ ଦିନ ମଧ୍ୟ ବଢିଲା ପେଟ୍ରୋଲ ଦର।

ପେଟ୍ରୋଲ ଦର ଆଜି ୩୦ ପଇସା ବଢିଥିବା ବେଳେ ଡିଜେଲ ୨୬ ପଇସା ବଢିଛି।  ରାଜଧାନୀ ଦିଲ୍ଲୀରେ ପେଟ୍ରୋଲର ଦର ୭୬ ଟଙ୍କା ୮୭ ପଇସା ଓ ଡିଜେଲ ଦର ୬୮ ଟଙ୍କା ୮ ପଇସା ରହିଛି।

ସେହିପରି ଦେଶର ବାଣିଜ୍ୟ ନଗରୀ ମୁମ୍ବାଇରେ ପେଟ୍ରୋଲ ଦର ୮୦ ଟଙ୍କା ପାର୍‌ କରିଛି।  ମୁମ୍ବାଇରେ ୮୪ ଟଙ୍କା ୭୦ ପଇସା ରହିଛି ପେଟ୍ରୋଲର ଦର। ସେପଟେ ତୈଳ ଦରରେଏଭଳି ବୃଦ୍ଧିରେ ଅସନ୍ତୋଷ ପ୍ରକାଶ କରିଛନ୍ତି ସାଧାରଣ ଜନତା।

ଆହୁରି ପଢ଼ନ୍ତୁ

ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କରୋନାରେ ଆକ୍ରାନ୍ତ

ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ଏମିତି ରିପୋର୍ଟ ଦେଲା ଦିଲ୍ଲୀ ଏମ୍ସର ଡାକ୍ତରୀ ଟିମ୍

ସୁଶାନ୍ତଙ୍କ ମୃତ୍ୟୁ ସହିତ ଡ୍ରଗ୍ସ କାରବାର ତଦନ୍ତର କୌଣସି ସମ୍ପର୍କ ନାହିଁ; NCB

ଆଉ ଜଣେ ଅଭିନେତାଙ୍କ ଆତ୍ମହତ୍ୟା !

କରୋନାରୁ ସୁସ୍ଥ ହେଲେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

୩୦ ବର୍ଷ ସେବା ଯୋଗାଇବା ପରେ ସତ୍ତା ହରାଇବ INS Viraat

ଗଣଦୁଷ୍କର୍ମ ପରେ ଜିଭ କାଟି ଦେଇଥିଲେ, ଡାକ୍ତରଖାନାରେ ଆଖି ବୁଜିଲେ ପୀଡିତା

କୃଷି ବିଲ୍‌ ବିରୋଧକୁ ନେଇ ପ୍ରଧାନମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ‘ଚାଷୀ ଯାହାକୁ ପୂଜା କରନ୍ତି, ସେଥିରେ ନିଆଁ ଲଗାଇଦେଲ !’

କରୋନା ପରେ ଚୀନ୍‌ରେ ବୁବୋନିକ ପ୍ଲେଗ ଆତଙ୍କ, ଜରୁରୀ ସ୍ଥିତି ଲାଗୁ କଲା ପ୍ରଶାସନ

ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ମାମଲା; ଚୂଡ଼ାନ୍ତ ବ୍ୟବଚ୍ଛେଦ ଓ ଭିସେରା ରିପୋର୍ଟ ସିବିଆଇକୁ ଦେଲା ଏମ୍ସ

ଚୀନକୁ ଚେକ୍ ଦେବା ପାଇଁ LACରେ ଜଗିଛି ’ନିର୍ଭୟ’

You might also like