ଲୁଟ୍‌ ପାଇଁ ଦିନ ଦ୍ୱି ପ୍ରହରରେ ବୃଦ୍ଧାଙ୍କୁ ହତ୍ୟା!

ବ୍ରହ୍ମପୁର: ବ୍ରହ୍ମପୁରରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି। ସୁନା ଅଳଙ୍କାର ଲୁଟ୍‌ ପାଇଁ ଦିନ ଦ୍ୱି ପ୍ରହରରେ ବୃଦ୍ଧାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।

ସୂଚନା ଅନୁସାରେ, ବଡବଜାର ଥାନାର ଜେମାଦେଇପେଣ୍ଠ ସାହିର ଜମ୍ବୁବତୀ ସାହୁଙ୍କୁ କେହି ଦୁର୍ବୃତ୍ତ ଲୁଟ୍‌ ପାଇଁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ବୃଦ୍ଧା ଜଣଙ୍କ ଘରେ ଏକାକୀ ଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି ଏଭଳି କାଣ୍ଡ ଭିଆଇଥିବା ସନ୍ଦେହ କରାଯାଉଛି।

ଦୁର୍ବୃତ୍ତମାନେ ଜମ୍ବୁବତୀ ପିନ୍ଧିଥିବା ୧୦ଭରି ଓଜନର ସୁନା ଅଳଙ୍କାର ସହ ପ୍ରାୟ ୪ ଲକ୍ଷ ଟଙ୍କା ଲୁଟ କରିଥିବା ଅଭିଯୋଗ ହୋଇଛି। ଅନ୍ୟପକ୍ଷରେ, ପ୍ରକୃତରେ ହତ୍ୟାର କାରଣ କ’ଣ ସେ ସମ୍ପର୍କରେ କିଛି ସ୍ପଷ୍ଟ ହୋଇନି। ଆଜି ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ୍ ଟିମ୍ ଦ୍ୱାରା ଘଟଣାର ଛାନଭିନ୍ କରିବ ପୋଲିସ।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

You might also like