ଏମ୍‌ସ ଗଲେ ପପୁ

ଭୁବନେଶ୍ୱର : ଦିଲ୍ଲୀ ଏମ୍‌ସରେ ଭର୍ତ୍ତି ହୋଇଛନ୍ତି ଅଭିନେତା ପପୁ ପମ୍‌ପମ୍‌। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ପପୁଙ୍କୁ ଏୟାର ଆମ୍ବୁଲାନ୍ସ ଯୋଗେ ଦିଲ୍ଲୀ ଏମ୍‌ସ ସ୍ଥାନାନ୍ତର କରାଯାଇଛି। ଅଗ୍ନାଶୟ ବା ପାନ୍‌କ୍ରିୟାସ୍‌ ଯନ୍ତ୍ରଣା ଯୋଗୁଁ ପପୁ ଗତ ତିନି ଦିନ ଧରି ଚିକିତ୍ସାଧୀନ ଥିଲେ।

ତେବେ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ଦିଲ୍ଲୀ ପଠାଯାଇଛି। ଦିଲ୍ଲୀ ଏମ୍‌ସରେ ପପୁଙ୍କ ଯେଭଳି ଉତ୍ତମ ଚିକିତ୍ସା ଯୋଗାଇ ଦିଆଯିବ ସେ ନେଇ ମେଡିକାଲ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଥିବା ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି।

ଏପଟେ ପପୁଙ୍କ ଚିକିତ୍ସା ଲାଗି ରାଜ୍ୟ ସିନେ କଳାକାର ସଂଘ ପକ୍ଷରୁ ଆଦାୟ ହୋଇଥିବା ୫ ଲକ୍ଷ ଟଙ୍କା ତାଙ୍କ ଉଦ୍ଦେଶ୍ୟରେ ପଠାଯାଇଥିବା ସଂଘ ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

You might also like