IED ବିସ୍ଫୋରଣରେ ଜଣେ ସିଆରପିଏଫ ଯବାନ ସହିଦ, ଆଉ ଜଣେ ଯବାନ ଗୁରୁତର ଆହତ

ଭୁବନେଶ୍ୱର: ଓଡ଼ିଶା ସୀମାନ୍ତ ଛତିଶଗଡ଼ରେ ପୁଣି ମାଓହିଂସା। ମାଓବାଦୀଙ୍କ ଆଇଇଡି ବିସ୍ଫୋରଣରେ ଜଣେ ସିଆରପିଏଫ ଯବାନ ସହିଦ ହୋଇଥିବା ବେଳେ ଆଉ ଜଣେ ଗୁରୁତର ଆହତ ହୋଇଛନ୍ତି।

ଯବାନ ମାନେ ୨୦୬ କୋବ୍ରା ବାଟାଲିୟନରେ କାର୍ଯ୍ୟ କରୁଥିଲେ। ଆଜି ସକାଳେ ଛତିଶଗଡର ପୁଶ୍‌ୱାଡ଼ାରେ ସୁରକ୍ଷାକର୍ମୀ ମାନେ ପାଟ୍ରୋଲିଂରେ ଯାଉଥିବା ବେଳେ ମାଓବାଦୀ ମାନେ ସେମାନଙ୍କୁ ଟାର୍ଗେଟ କରି ଆଇଇଡି ବିସ୍ଫୋରଣ କରିଥିଲେ।

You might also like