ବାଣ ଭିଡ଼ିଲା ବେଳେ ବିସ୍ଫୋରଣ: ଜଣେ ମୃତ, ଜଣେ ଗୁରୁତର

ସାଲେପୁର: କଟକ ଜିଲ୍ଲା ସାଲେପୁରର ହରିଚନ୍ଦନପୁର ଗାଁ ପାଖରେ ଥିବା ଏକ ଘରେ ଆଜି ବାଣ ବିସ୍ଫୋରଣରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଆହତ ହୋଇଛନ୍ତି।

ଗୁରୁତର ହୋଇ SCBରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ଘଟିଥିବାର ସୂଚନା ମିଳିଛି।

ବାଣ ଭିଡ଼ିଲା ବେଳେ ଏହି ବିସ୍ଫୋରଣ ଘଟିଥିବା ଜଣାପଡ଼ିଛି।  ସେମାନଙ୍କ ଘର ପାଟପୁର ଗାଁରେ। ବିସ୍ଫୋରଣରେ ଘରଟି ସମ୍ପୂର୍ଣ୍ଣ ପୋଡ଼ିଯାଇଛି। ଅଗ୍ନିଶମ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

ଆହୁରି ପଢ଼ନ୍ତୁ

କାହିଁକି ଦେବୀଙ୍କ ଘରେ ପଶିଲା CBI ?

ଭିନ୍ନ ଭିନ୍ନ ନମ୍ବର ପ୍ଲେଟ୍‌ ବ୍ୟବହାର କରାଯାଇ ବୋଲେରୋରେ ଏମିତି ଚାଲାଣ ହେଉଥିଲା ଗଞ୍ଜେଇ

ବିଜେଡି ନେତା ଦେବୀ ମିଶ୍ରଙ୍କ ଘରେ CBI ରେଡ୍‌

ପ୍ରକାଶ ପାଇଲା +୨ ପାଇଁ ପ୍ରଥମ କଟ୍ ଅଫ୍ ମାର୍କ

Corona Deaths in Odisha: ୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୪,୧୮୦ କରୋନା ଆକ୍ରାନ୍ତ‌ ଚିହ୍ନଟ: ଖୋର୍ଦ୍ଧାରୁ ୬୮୮, କଟକରୁ ୪୯୨

ପୁରୀରେ ଚିନ୍ତା ବଢ଼ାଉଛି କରୋନା: ୮ ଦିନରେ ଦୁଇଗୁଣା ହେଲା ମୃତ୍ୟୁ ସଂଖ୍ୟା

ଟ୍ୱିନ୍‌ସିଟିରେ ଆକ୍ସନ ମୋଡ୍‌ରେ ପୋଲିସ୍: ସାବାଡ୍‌ ହେଉଛନ୍ତି କୋଭିଡ୍ ନିୟମ ଉଲ୍ଲଂଘନକାରୀ

‘ଓଡ଼ିଶା ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ଉଚ୍ଚତାରେ ହିଁ ନିର୍ମାଣ ହେବ ମା’ ଦୁର୍ଗାଙ୍କ ପ୍ରତିମୂର୍ତ୍ତି’

ଓଡ଼ିଶାରେ ଅତି ଭୟଙ୍କର ହେଲାଣି ଗୋଷ୍ଠୀ ସଂକ୍ରମଣ

ରାଜ୍ୟରେ ହଜାରେ କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପିରେ ଚିକିତ୍ସା

ଆମେରିକାରେ ଜଲୱା ଦେଖାଲେ ଓଡ଼ିଆ ପୁଅ

You might also like