୧୪ ଦିନ ପରେ ଜଣେ ଜେସିବି ଅପରେଟରଙ୍କ ମୃତଦେହ ଉଦ୍ଧାର

କୋରାପୁଟ: କୋରାପୁଟ ଜିଲ୍ଲା ବୋରିପୁଟ ଷ୍ଟୋନ୍ ଟ୍ରାଜେଡିର ୧୪ ଦିନ ପରେ ଜଣେ ଜେସିବି ଅପରେଟରଙ୍କ ମୃତଦେହ ଉଦ୍ଧାର କରିଛନ୍ତି ଉଦ୍ଧାରକାରୀ ଟିମ୍। ମୃତଦେହଟି ଜେସିବି ଅପରେଟର୍ ଦେବଗଡ଼ର ଘନଶ୍ୟାମ ଗୁରୁଙ୍କର। ତାଙ୍କ ଭାଇ ମୃତଦେହକୁ ଚିହ୍ନଟ କରିଛନ୍ତି।

ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଘଟଣାସ୍ଥଳରେ ମୃତଦେହର ବ୍ୟବଛେଦ ପରେ ଦେବଗଡ଼କୁ ପଠାଯାଇଛି। ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ ଲକ୍ଷ ଟଙ୍କା ଏବଂ ରେଡକ୍ରସ ପାଣ୍ଠିରୁ ୧ ଲକ୍ଷ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି।

ସେପଟେ ଅନ୍ୟ ଜଣେ ନିଖୋଜ ଜେସିବି ଅପରେଟର ସଞ୍ଜୟ ଦାସଙ୍କ ବର୍ତ୍ତମାନ ସୁଦ୍ଧା କୌଣସି ପତ୍ତା ମିଳିପାରିନାହିଁ। ତାଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଜାରି ରହିଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

You might also like