ମହୁମାଛି ନେଲା ଜୀବନ: ଜଣେ ମୃତ, ୩ ଗୁରୁତର

ପାରଳାଖେମୁଣ୍ଡି: ବଣଭୋଜି ମଉଜ ବେଳେ ଅଘଟଣ। ମହୁମାଛି ଆକ୍ରମଣରେ ଜଣକର ମୃତ୍ୟୁ ଘଟିଥିବାବେଳେ ୩ଜଣ ଗୁରୁତର ଆହତ ହୋଇଛନ୍ତି। ଗତକାଲି ସନ୍ଧ୍ୟାରେ ଗଜପତି ଜିଲ୍ଲା ଆର. ଉଦୟଗିରି ଥାନା ମାଙ୍କଡ଼ଡିଆ ଜଳ ପ୍ରପାତରେ ଏଭଳି ଅଘଟଣ ଘଟିଛି।

ସୂଚନା ଅନୁସାରେ, ଗଞ୍ଜାମ କେ. ନୂଆଗାଁ ଥାନା ବୀରମେଖପୁର ଗାଁର ୭ ଜଣ ଯୁବକ ବଣଭୋଜି ଲାଗି ମାଙ୍କଡ଼ଡିଆ ଜଳପ୍ରପାତ ନିକଟକୁ ଯାଇଥିଲେ। ତେବେ ସେଠାରେ ୪ ଜଣ ଯୁବକ ମହୁମାଛି ଆକ୍ରମଣର ଶିକାର ହୋଇଥିଲେ।

ଏମାନଙ୍କ ମଧ୍ୟରୁ ଜଣକର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତକ ହେଲେ ସଞ୍ଜୁ ମହାପାତ୍ର। ପୋଲିସ ଆଜି ସକାଳେ ତାଙ୍କ ମୃତଦେହ ପାଣି ଭିତରୁ ଉଦ୍ଧାର କରିଥିବା ସୂଚନା ମିଳିଛି। ଅନ୍ୟ ତିନି ଗୁରୁତରଙ୍କୁ ଚନ୍ଦ୍ରଗିରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ

ମନ୍ଦିର ଖୋଲିବାକୁ ମଙ୍ଗିଲେନି ସରକାର

ଜେପି ନଡ୍ଡାଙ୍କୁ ଭେଟିଲେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା

ରାଜ୍ୟର ୧୪ ଜଣ ମନ୍ତ୍ରୀ, ବିଧାୟକ କରୋନା ପଜିଟିଭ ଚିହ୍ନଟ

ବିଜେଡିରେ କେଁ: ଇସ୍ତଫା ଦେଉ ଦେଉ ଦଳରୁ ବିଦା ହେଲେ ଯୁବ ନେତା

Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ପ୍ରତି ୧୫ ଦିନରେ କୋଭିଡ୍ ହସ୍ପିଟାଲ୍‌ରେ ହେବ ଫାୟାର ସେଫ୍ଟି ଅଡିଟ୍

ଆଗ ଭୁଲ୍ କଲା,‌ ପରେ କ୍ଷମା ମାଗିଲା: ସମ୍ବଲପୁରୀ ଶାଢୀ ପଶ୍ଚିମବଙ୍ଗର ବୋଲି କହିଲା Amazon

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

You might also like