ମୂଲ ଲାଗିବାକୁ ଆସିଥିଲେ, ପ୍ରେମ ନିବେଦନ କରି ବନ୍ଧାହେଲେ

ବାଲେଶ୍ୱର: ଏକ ତରଫା ପ୍ରେମ କରି ହଟହଟା ହେଲେ ପ୍ରେମିକ। ବିବାହ ପାଇଁ ଜଣେ ଯୁବତୀଙ୍କୁ ପ୍ରସ୍ତାବ ଦେବାରୁ ନିର୍ଦ୍ଧୁମ ଛେଚା ଖାଇଲେ। ଏମିତିକି ଯୁବକଙ୍କୁ ଗଛରେ ବାନ୍ଧି ପିଟିଲେ। ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ଖଇରା ଥାନା ତୁଡ଼ିଗଢ଼ିଆ ଅଞ୍ଚଳରେ।

ଅଭିଯୋଗ ଅନୁସାରେ, ଜାମଦା ଅଞ୍ଚଳର ଜଣେ ଯୁବକ ବିଲ କାମ ପାଇଁ ତୁଡ଼ିଗଢ଼ିଆ ଗାଁକୁ ଆସିଥିଲା। ଏଠାରେ କିଛିଦିନ ରହିବା ପରେ ଯୁବକଙ୍କର ସେହି ଅଞ୍ଚଳରେ ଜଣେ ଯୁବତୀଙ୍କ ସହ ପରିଚିତ ହୋଇଯାଇଥିଲା। ଫଳରେ ଗତକାଲି ଯୁବକ ଜଣକ ଯୁବତୀଙ୍କ ଘରକୁ ଯାଇ ତାଙ୍କୁ ବିବାହ ପାଇଁ ପ୍ରସ୍ତାବ ଦେଇଥିଲେ। ହେଲେ ଯୁବତୀ ଜଣକ ରାଜି ନ ହେବା ସହ ଗାଁ ଲୋକଙ୍କୁ କହିବାରୁ ଉତ୍ତ୍ୟକ୍ତ ଲୋକେ ଯୁବକଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିଥିଲେ। ଘଟଣାସ୍ଥଳରେ ଖଇରା ପୋଲିସ ପହଞ୍ଚି ଯୁବକଙ୍କୁ ଉଦ୍ଧାର କରିଛି।

 

ଆହୁରି ପଢ଼ନ୍ତୁ

ପୋଲିସ ପଞ୍ଝାରେ କଫ୍ ସିରପ୍ ମାଫିଆ ଜଗା, ୧୮ ଶହ ବୋତଲ ଜବତ

କୋରାପୁଟରୁ କଟକ: ପୂରଣ ହେଲା ଆଦିବାସୀ ଝିଅର ସଙ୍ଗୀତ ସ୍ଵପ୍ନ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

You might also like