ବିମାନ ଦୁର୍ଘଟଣାରେ ଚାଲିଗଲା ଶହେରୁ ଅଧିକ ଯାତ୍ରୀଙ୍କ ଜୀବନ

କ୍ୟୁବା: କ୍ୟୁବାରେ ବୋଇଂ ବିମାନ ୭୩୭ ଦୁର୍ଘଟଣାଗ୍ରସ୍ତ। ଏହି ଦୁର୍ଘଟଣାରେ କ୍ର୍ୟୁ ମେମ୍ବରଙ୍କ ସହ ଶହେରୁ ଅଧିକ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବାର ସୂଚନା ମିଳିଛି। ତେବେ ବିମାନରେ କେତେ ଜଣ ଯାତ୍ରୀ ଥିଲେ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।

ହାବାନାର ଜୋସ୍  ମାର୍ଟି ଇଣ୍ଟରନ୍ୟାସନାଲ ବିମାନ ବନ୍ଦରରୁ ଉଡାଣର କିଛି ସମୟ ପରେ ଏହି ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦୁର୍ଘଟଣା ପରେ ବିମାନରେ ନିଆଁ ଲାଗିଯିବା ସହ ସ୍ଥାନୀୟ ଅଞ୍ଚଳ ଧୁଆଁମୟ ହୋଇଯାଇଥିଲା।

ଶହେରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ୩ଜଣଙ୍କୁ ଉଦ୍ଧାର କରାଯାଇଛି।  ଦୁର୍ଘଟଣାଗ୍ରସ୍ତ ବିମାନର ଯନ୍ତ୍ରାଂଶ ପାଖାପାଖି ୨୦ କିଲୋମିଟର ବ୍ୟାସାର୍ଦ୍ଧ ଅଞ୍ଚଳରେ ବିକ୍ଷୀପ୍ତ ହୋଇପଡିଥିଲା। ଜରୁରୀକାଳୀନ ସ୍ଥିତିରେ ଉଦ୍ଧାର କାର୍ଯ୍ୟ କରାଯାଇଛି। ବିମାନଟି କ୍ୟୁବାର ହୋଲ୍‌ଗୁଇନ୍‌କୁ ଯାଉଥିଲା ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ

କୃଷି ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ରବି କିଶନଙ୍କୁ ମିଳୁଛି କି ହତ୍ୟା ଧମକ ?

ଜେଡିୟୁରେ ମିଶିଲେ ବିହାରର ପୂର୍ବତନ ଡିଜିପି

ଆଜି ଦିନକରେ ଯେତିକି ଆକ୍ରାନ୍ତ ଚିହ୍ନଟ ହେଲେ ତା’ଠୁ ଅଧିକ ସୁସ୍ଥ ହେଲେ

ନୀତୀଶଙ୍କ ଦଳରେ ମିଶିବେ ପୂର୍ବତନ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ

କରୋନାର ଭୟଙ୍କର ପ୍ରଭାବ ବିଷୟରେ କ’ଣ କହିଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ?

‘କୃଷକ ଆତ୍ମନିର୍ଭର ଭାରତର ଆଧାର’

ଭାରତରେ ନାଁ ବଦଳାଇ ଲୋକପ୍ରିୟ ହେଉଛନ୍ତି ଚାଇନିଜ୍ ଆପ୍‌

ଜିଓକୁ ପଛରେ ପକାଇଲା ଏୟାର୍‌ଟେଲ୍‌

ମିରଟରେ ନିର୍ଭୟା ଘଟଣାର ପୁନରାବୃତ୍ତି: ଚଳନ୍ତା ବସ୍‌ରେ ମହିଳାଙ୍କୁ ଗଣଦୁଷ୍କର୍ମ

ଅକ୍ସିଜେନ୍‌ ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ନିଷ୍ପତ୍ତି

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶୱନ୍ତ ସିଂଙ୍କ ପରଲୋକ

You might also like