ଖରିଫ ଧାନ ସଂଗ୍ରହ: ଉଚିତ ମୂଲ୍ୟ ନିର୍ଦ୍ଧାରଣ ପାଇଁ ପାଶୱାନଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:  ଖରିଫ ଧାନ ସଂଗ୍ରହର ଉଚିତ ମୂଲ୍ୟ ନିର୍ଦ୍ଧାରଣ ପାଇଁ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରୀ ରାମ ବିଳାସ ପାଶୱାନଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

୨୦୦୩-୦୪ ବର୍ଷରେ ରାଜ୍ୟରେ ୬୦ହଜାର ମେଟ୍ରିକ ଟନ୍ ଧାନ ସଂଗ୍ରହ ହୋଇଥିବା ବେଳେ ୨୦୧୬-୧୭ବର୍ଷରେ ଏହା ବୃଦ୍ଧି ପାଇ ୫୨ଲକ୍ଷ ମେଟ୍ରିକ ଟନରେ ପହଞ୍ଚିଛି।

ଚଳିତ ବର୍ଷ ୩୪ଲକ୍ଷ ମେଟ୍ରିକ ଟନ୍ ଧାନ ସଂଗ୍ରହ ସରିଲାଣି ଏବଂ ରବି ଧାନ ସଂଗ୍ରହ ପ୍ରକ୍ରିୟା ମେ ପହିଲାରୁ ଆରମ୍ଭ ହେଉଛି।  ମାତ୍ର ବଜାରଦର ତୁଳନାରେ କେନ୍ଦ୍ର ସରକାର ଅତି କମ୍ ମୂଲ୍ୟ ନିର୍ଦ୍ଧାରଣ କରିଥିବାରୁ ରାଜ୍ୟ ପାଇଁ ଏହା ଗ୍ରହଣୀୟ ନୁହେଁ ବୋଲି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି।

ତେଣୁ ଧାନ ସଂଗ୍ରହର ଉଚିତ ମୂଲ୍ୟ ନିର୍ଦ୍ଧାରଣ ସହ ଧାନ ସଂଗ୍ରହ ପାଇଁ ଆନୁସଙ୍ଗିକ ଖର୍ଚ୍ଚ ରାଶି ବୃଦ୍ଧି କରିବାକୁ ଦାବି କରିଛନ୍ତି ନବୀନ। ଏପରିକି ଗତବର୍ଷର ମୂଲ୍ୟ ସହ ସମାନ କରିବାକୁ ସେ ଅନୁରୋଧ କରିଛନ୍ତି।  ଉଚିତ ମୂଲ୍ୟ ନିର୍ଦ୍ଧାରଣରେ ବିଳମ୍ବ ହେଲେ ରବି ଧାନ ସଂଗ୍ରହରେ ଏହା ବାଧା ଆଣିପାରେ ବୋଲି ସେ କେନ୍ଦ୍ରମନ୍ତ୍ରୀଙ୍କୁ ଜଣାଇଛନ୍ତି।

ଆହୁରି ପଢ଼ନ୍ତୁ

ଆଉ ୧୩୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ଏଥର ଏହି ଜିଲ୍ଲାରେ ସର୍ବାଧିକ

Puri Rath Yatra 2020: ଗଜପତି ମହାରାଜାଙ୍କ ଚିଠି ପରେ କାହିଁକି ମୁହଁ ଖୋଲୁ ନାହାନ୍ତି ମୁଖ୍ୟମନ୍ତ୍ରୀ ?

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପୁଲିସ୍ ବାବୁ

Puri Rath Yatra 2020:ଶ୍ରୀମନ୍ଦିର ଭିତରେ କେମିତି ହେବ ବିଧିରକ୍ଷା; ସନ୍ଧ୍ୟାରେ ନିଷ୍ପତ୍ତି

କରୋନା ଅପ୍‌ଡେଟ୍: ୨୪ ଘଣ୍ଟାରେ ଦେଶରେ ୩୩୪ ଜଣଙ୍କ ମୃତ୍ୟୁ

ଏଜି ପକ୍ଷ ରଖିଲେ ମୁଖା ଖୋଲିଯିବ ସେଥିପାଇଁ ହରିଶ୍ ସାଲ୍‌ଭେଙ୍କୁ ନିୟୋଜିତ କରାଯାଇଥିଲା କି ?

‘ଭାଙ୍ଗିଗଲା ୫୦୦ ବର୍ଷର ପରମ୍ପରା’

ଆଜି ୯୭ କରୋନା ଆକ୍ରାନ୍ତ ସୁସ୍ଥ

ରଥଯାତ୍ରା ବନ୍ଦ ନେଇ କ’ଣ କହିଲେ ଗଜପତି ମହାରାଜା ?

‘ମୁହଁ ନ ଖୋଲି ରଥଯାତ୍ରା ବନ୍ଦ କଲେ, ଜଗନ୍ନାଥ ସବୁ ଦେଖୁଛନ୍ତି’

ସୁପ୍ରିମକୋର୍ଟରେ ଝୁଲୁଛି ରଥଯାତ୍ରା ଭାଗ୍ୟ: ଆସନ୍ତାକାଲି ଶୁଣାଣି

ସହିଦ ଦୁଇ ଓଡ଼ିଆଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଅନୁକମ୍ପାରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

You might also like