ଜଟଣୀ ଫ୍ଲାଏଓଭର ନିର୍ମାଣ କରୁଥିବା ଠିକାସଂସ୍ଥା ପଣ୍ଡା ଇନଫ୍ରାକୁ ଝଟକା

ଜଟଣୀ: ଜଟଣୀ ଫ୍ଲାଏ ଓଭର ନିର୍ମାଣରେ ଅନିୟମିତତା ଅଭିଯୋଗ ହୋଇଛି। ଘଟଣାରେ ନିର୍ମାଣକାରୀ ସଂସ୍ଥା ପଣ୍ଡା ଇନଫ୍ରାକୁ ଝଟକା ଲାଗିଛି। ଜଟଣୀ ଫ୍ଲାଏ ଓଭର ନିର୍ମାଣ କାମରୁ ପଣ୍ଡା ଇନଫ୍ରାକୁ ପୂର୍ତ୍ତ ବିଭାଗ  ବାଦ ଦେଇଛି।

ସମ୍ବଲପୁରରେ ସଂପୃକ୍ତ ସଂସ୍ଥା ମଧ୍ୟ ନିର୍ମାଣ କାମ କରୁଛି। ତେବେ ସେହି କାର୍ଯ୍ୟରୁ ପଣ୍ଡା ଇନଫ୍ରାକୁ ହଟାଇବାକୁ ନେଇ ବିଚାର ଚାଲିଥିବା ସୂଚନା ମିଳିଛି।

You might also like