ଶୁଭାରମ୍ଭ ହେଲା ‘ପରୀ ଏକ୍ସପ୍ରେସ’

ଭୁବନେଶ୍ୱର : ଶିଶୁ ନିର୍ଯାତନା ବିରୋଧରେ ଜନସଚେତନତା ପାଇଁ ଓଡ଼ିଶା ପୋଲିସର ଅଭିନବ ପ୍ରୟାସ। ଆଜିଠୁ ଆରମ୍ଭ ହେଲା ‘ପରୀ ଏକ୍ସପ୍ରେସ’। ୟୁନିସେଫ୍‌ର ସହାୟତାରେ ହେଉଥିବା ଏହି କାର୍ଯ୍ୟକ୍ରମ ଜରିଆରେ ସାରା ରାଜ୍ୟରେ ବୁଲିବ ‘ପରୀ ଏକ୍ସପ୍ରେସ’।

ଭୁବନେଶ୍ୱରରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ପତାକା ଦେଖାଇ ଏହି ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଏକ୍ସପ୍ରେସ ୧୫ ଦିନ ଧରି ରାଜ୍ୟର ୩୦ଟି ଜିଲ୍ଲାକୁ ଯିବ। ଏଥିରେ ଏକ ଏଲ୍‌ସିଡି ସ୍କ୍ରିନ୍ ଲାଗିଛି। ଏହି ସ୍କ୍ରିନ୍ ମାଧ୍ୟମରେ ସଚେତନତାର ବାର୍ତ୍ତା ଦିଆଯିବା ସହ ଶିଶୁଙ୍କୁ ନିର୍ଯାତନା ଦେଲେ କିଭଳି ଦଣ୍ଡ ମିଳିବ, ସେ ସଂକ୍ରାନ୍ତରେ ଲୋକଙ୍କୁ ଅବଗତ କରାଯିବ।

ପ୍ରତି ଜିଲ୍ଲାରେ ଏସ୍‌ପି ଓ ଜିଲ୍ଲାପାଳମାନେ ଏହି କାର୍ଯ୍ୟକ୍ରମର ନେତୃତ୍ୱ ନେବେ। ପ୍ରତି ଅଞ୍ଚଳର ଲୋକ ସଂସ୍କୃତି ମାଧ୍ୟମରେ ମଧ୍ୟ ଏହି ପ୍ରଚାର କରାଯିବ।

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

You might also like