ଆଜିଠାରୁ ଯୁକ୍ତ ୩ ନାମଲେଖା ଆରମ୍ଭ

ଭୁବନେଶ୍ୱର : ଆଜିଠାରୁ ଯୁକ୍ତ ତିନି ନାମଲେଖା ଆରମ୍ଭ। ଯୁକ୍ତ ୩ରେ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କଟ୍ ଅଫ୍ ପ୍ରକାଶ ପାଇ ସାରିଛି। ନାମଲେଖା ପାଇଁ ୧ ଲକ୍ଷ ୮୮ ହଜାର ୯୬୦ ଛାତ୍ରଛାତ୍ରୀ ମନୋନୀତ ହୋଇଛନ୍ତି।  କଳାରେ ୧ ଲକ୍ଷ ୧୪ ହଜାର ୩୩୧, ବାଣିଜ୍ୟରେ ୧୯ ହଜାର ୭୫୩, ଫିଜିକାଲ ସାଇନ୍ସରେ ୨୯ହଜାର୧୩୧ ଓ ବାୟୋଲୋଜିକାଲ ସାଇନ୍ସରେ ୨୦,୩୪୬ ଛାତ୍ରଛାତ୍ରୀ ମନୋନୀତ ହୋଇଛନ୍ତି।  ପ୍ରଥମ ମେରିଟ୍ ଲିଷ୍ଟରେ ସ୍ଥାନ ପାଇଥିବା ଛାତ୍ରଛାତ୍ରୀ  ଆଜିଠାରୁ ଜୁଲାଇ ୭ ଯାଏ ଆଡମିଶନ୍ କରିପାରିବେ।

You might also like