ପ୍ରକାଶ ପାଇଲା ଯୁକ୍ତ ତିନି ପ୍ରଥମ ପର୍ଯ୍ୟାୟ କଟ୍ ଅଫ୍ ମାର୍କ

ଭୁବନେଶ୍ୱର: ଯୁକ୍ତ ତିନି ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କଟ୍ ଅଫ୍ ପ୍ରକାଶ ପାଇଛି। ନାମଲେଖା ପାଇଁ ୧ ଲକ୍ଷ ୮୮ ହଜାର ୯୬୦ ଛାତ୍ରଛାତ୍ରୀ ମନୋନୀତ ହୋଇଛନ୍ତି।

କଳାରେ ୧ ଲକ୍ଷ ୧୪ ହଜାର ୩୩୧, ବାଣିଜ୍ୟରେ ୧୯ ହଜାର ୭୫୩, ଫିଜିକାଲ୍‌ ସାଇନ୍ସରେ ୨୯ହଜାର୧୩୧ ଓ ବାୟୋଲୋଜିକାଲ ସାଇନ୍ସରେ ୨୦,୩୪୬ ଛାତ୍ରଛାତ୍ରୀ ମନୋନୀତ ହୋଇଛନ୍ତି।  ପ୍ରଥମ ମେରିଟ୍ ଲିଷ୍ଟରେ ସ୍ଥାନ ପାଇଥିବା ଛାତ୍ରଛାତ୍ରୀ  ଜୁଲାଇ ୪ରୁ ୭ ଯାଏ ଆଡମିଶନ୍ କରିବେ।

You might also like