ଯୁକ୍ତ ୨ରେ ନାମ ଲେଖାଇବା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର: ଆଜିଠୁ ଯୁକ୍ତ ଦୁଇରେ ନାମଲେଖାଇବା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି ।  ଛାତ୍ରଛାତ୍ରୀମାନେ ଆଜିଠୁ ଯୁକ୍ତ ଦୁଇ ପ୍ରଥମ ବର୍ଷରେ ନାମ ଲେଖାଇବା ପାଇଁ ଆବେଦନ କରିପାରିବେ।

ରାଜ୍ୟରେ ଥିବା ସମସ୍ତ ଜୁନିଅର କଲେଜ ଓ HIGHER SECONDARY SCHOOLରେ  ପ୍ରଥମ ବର୍ଷ କଳା, ବାଣିଜ୍ୟ ଓ ବିଜ୍ଞାନ ପଢ଼ିବା ପାଇଁ ଆବେଦନ କରିପାରିବେ ଛାତ୍ରଛାତ୍ରୀ। ଛାତ୍ରଛାତ୍ରୀ www.samsodisha.gov.in ଜରିଆରେ ଆବେଦନ  କରିବେ।

ଆବେଦନର ଶେଷ ସମୟ ସୀମା ହେଲା ଜୁନ୍ ୧୭ ତାରିଖ ରାତି ୧୧ଟା ୪୫। ଜୁନ ୨୩ ତାରିଖରେ ପ୍ରଥମ ମେରିଟ୍ ଲିଷ୍ଟ ଓ ଜୁଲାଇ ୩ ତାରିଖରେ ଦ୍ୱିତୀୟ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ।

ଆହୁରି ପଢ଼ନ୍ତୁ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ର କପିକୁ ଚିରି ଦେଲେ ତାରା

ଗୃହରେ କୋଭିଡ ତାତି; କଂପାନୀଙ୍କୁ ବ୍ଲାଙ୍କ୍ ଚେକ୍ କାହିଁକି ଦିଆଯାଇଥିଲା ବୋଲି ପ୍ରଶ୍ନ କଲା ବିରୋଧୀ

ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା…

କମିବ ଘରୋଇ ସ୍କୁଲ୍‌ ଫି !

ଭୁବନେଶ୍ୱରରୁ ୩୨୯ ପଜିଟିଭ ଚିହ୍ନଟ ଓ ୩୯୫ ସୁସ୍ଥ

ହାଇକୋର୍ଟରେ ମାମଲା ଦାୟର କଲେ ସମ୍ବିତ ପାତ୍ର

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

କରୋନା ସଂକ୍ରମଣ ଭିତରେ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ

You might also like