ଜୁନ୍‌ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ରେଜଲ୍ଟ

ଭୁବନେଶ୍ୱର: ମେ ବଦଳରେ ଜୁନ୍ ମାସରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ରେଜଲ୍ଟ। ଜୁନ୍ ପ୍ରଥମ ସପ୍ତାହରେ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇବା ନେଇ ଗଣଶିକ୍ଷା ମନ୍ତ୍ରୀ ବଦ୍ରିନାରାୟଣ ପାତ୍ର ସୂଚନା ଦେଇଛନ୍ତି।

ଖାତା ଦେଖାରେ ବିଭ୍ରାଟ ସହ ମାନୁଆଲ୍‌ ଏଣ୍ଟ୍ରି ହେଉଥିବାରୁ ରେଜଲ୍ଟ ବାହାରିବାରେ ବିଳମ୍ବ ହେଉଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

ସୂଚନାଥାଉ କି, ମେ ଶେଷ ସପ୍ତାହରେ ରେଜଲ୍ଟ ବାହାରିବ ବୋଲି ପୂର୍ବରୁ କହିଥିଲେ ଗଣଶିକ୍ଷା ମନ୍ତ୍ରୀ। ଗତବର୍ଷ ମେ ୩୦ରେ ରେଜଲ୍ଟ ବାହାରିଥିଲା ବେଳେ ଏଥର ରେଜଲ୍ଟ ବାହାରିବାରେ ବିଳମ୍ବ ହୋଇଛି।

ଆହୁରି ପଢ଼ନ୍ତୁ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

ଚାହୁଁ ଚାହୁଁ ଜଳିଗଲା ଚଳନ୍ତା କାର୍

ଘରୁ ମିଳିଲା ନାବାଳିକାର ଅର୍ଦ୍ଧଦଗ୍ଧ ମୃତଦେହ

You might also like