ମନ୍ କି ବାତ୍ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଜ୍ଞାନ ଉପରେ ଗୁରୁତ୍ୱାରୋପ

ନୂଆଦିଲ୍ଲୀ: ଆଜି ମନ୍ କି ବାତ୍ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜ୍ଞାନ ଉପରେ ଗୁରୁତ୍ୱାରୋପ କରିଛନ୍ତି।  ଆଜି ଜାତୀୟ ବିଜ୍ଞାନ ଦିବସ ହୋଇଥିବାରୁ ମୋଦି କହିଛନ୍ତି, ମାନବ ସମାଜର ମଙ୍ଗଳ ପାଇଁ ବିଜ୍ଞାନର ଭୂମିକା ବେଶ୍ ଗୁରୁତ୍ୱପୂର୍ଣ୍ଣ।

ଯୁବପୀଢ଼ି ସତ୍ୟ ଓ ଜ୍ଞାନର ଅନ୍ୱେଷଣରେ ପ୍ରେରିତ ହୁଅନ୍ତୁ।  ଯୁବ ପୀଢ଼ି ବିଜ୍ଞାନର ସହାୟତାରେ ସମାଜର ସେବା କରିପାରିବେ। ମୋଦି ଆହୁରି ମଧ୍ୟ କହିଛନ୍ତି, ଡିଜାଷ୍ଟର ମ୍ୟାନେଜମେଣ୍ଟରେ ଭାରତ ପଡ଼ୋଶୀଙ୍କୁ ସହଯୋଗ କରୁଛି।  ଗୋବର ଓ ଆବର୍ଜନାର ସଦ୍ ବ୍ୟବହାର କରିବାକୁ ଦେଶବାସୀଙ୍କୁ ସେ ପରାମର୍ଶ ଦେଇଛନ୍ତି।  ଏଥିରେ ରାୟପୁରବାସୀଙ୍କ ଅବଦାନକୁ ମୋଦି ପ୍ରଶଂସା କରିଛନ୍ତି।

ଆସନ୍ତା ମାର୍ଚ୍ଚ ୮ ତାରିଖ ହେଉଛି ଅର୍ନ୍ତ ଜାତୀୟ ମହିଳା ଦିବସ। ଏହି ଅବସରରେ ମାଆ ଭଉଣୀଙ୍କୁ ସମ୍ମାନ ଦେବାକୁ ପ୍ରଧାନମନ୍ତ୍ରୀ ପରାମର୍ଶ ଦେବାସହ ହୋଲି ପାଇଁ ଆଗୁଆ  ଅଭିନନ୍ଦନ ଜଣାଇଛନ୍ତି।

ଆହୁରି ପଢ଼ନ୍ତୁ

ଅତ୍ୟାବଶ୍ୟକ ସାମଗ୍ରୀ ତାଲିକାରୁ ବାଦ୍‌ ପଡ଼ିଲା ଆଳୁ, ପିଆଜ, ଡାଲି

କେବେଠୁ ହେବ ୟୁଜି ଓ ପିଜି କ୍ଲାସ? ଜାଣନ୍ତୁ…

ସବୁଜିମାରେ ହସିବ ମରୁଭୂମି; ୭ ଘଣ୍ଟାରେ ହୋଇପାରିବ ଚାଷ ଉପଯୋଗୀ

୨୮ରୁ ଏହି ରାଜ୍ୟରେ ଖୋଲିବ ସ୍କୁଲ

ଦୀପିକାଙ୍କୁ କଙ୍ଗନାଙ୍କ କଟ୍ଟାକ୍ଷ: ‘ମାଲ୍ ହେ କ୍ୟା’

ବିରାଟ୍ କୋହଲିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ ମୋଦି

୫୫ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

କାର୍ ଚକାରୁ ମିଳିଲା ବିରାଟକାୟ ଅଜଗର

ଆମେରିକାକୁ ଧମକ ଦେଇ ଚୀନ କହିଲା-ଉଡାଇ ଦେବୁ

ଇତିିହାସରେ ପ୍ରଥମ: ଭାରତୀୟ ନୌସେନାରେ ନିଯୁକ୍ତି ପାଇଲେ ଦୁଇ ମହିଳା ଅଫିସର

ଭାରତୀୟଙ୍କ ମସ୍ତିଷ୍କ ଚୀନ୍‌ ଲୋକଙ୍କ ମସ୍ତିଷ୍କଠାରୁ ଛୋଟ

ନାଳସଫା କରି ପାଠ ପଢ଼ା ଅର୍ଥ ସଂଗ୍ରହ କରୁଥିଲେ ଛାତ୍ର, ସହାୟତାର ହାତ ବଢ଼ାଇଲେ ପୋଲିସ ଅଧିକାରୀ

You might also like