ଉତ୍କଳ ଦିବସ ଅବସରରେ ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ/ଭୁବନେଶ୍ୱର: ଉତ୍କଳ ଦିବସ ଅବସରରେ ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଆରେ ଟ୍ୱିଟ୍ କରି ଅଭିନନ୍ଦନ ଜଣାଇଛନ୍ତି।

ଓଡ଼ିଆ ସଂସ୍କୃତିର ମହନୀୟତା ପାଇଁ ସାରା ଦେଶ ଗର୍ବ କରେ ଏବଂ ବିଭିନ୍ନ କ୍ଷେତ୍ରରେ ଓଡ଼ିଆମାନେ ଉତ୍କର୍ଷ ଲାଭ କରିବା ସହ ଦେଶର ପ୍ରଗତି ପଥରେ ଓଡ଼ିଆ ଲୋକମାନେ ଅଲିଭା ଛାପ ଛାଡ଼ିଛନ୍ତି ବୋଲି ମୋଦି ଟ୍ୱିଟ୍‌ କରିଛନ୍ତି।

ପ୍ରଭୁ ଶ୍ରୀ ଜଗନ୍ନାଥ ଓଡ଼ିଶାର ଜନସାଧାରଣଙ୍କୁ ପ୍ରଗତି ଶୀର୍ଷରେ ପହଞ୍ଚାନ୍ତୁ ବୋଲି ମୋଦି ତାଙ୍କ ଟ୍ୱିଟ୍‌ ପେଜ୍‌ରେ ଲେଖିଛନ୍ତି।

ଆହୁରି ପଢ଼ନ୍ତୁ

ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ

ଆଉ ୧୩୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ଏଥର ଏହି ଜିଲ୍ଲାରେ ସର୍ବାଧିକ

Puri Rath Yatra 2020: ଗଜପତି ମହାରାଜାଙ୍କ ଚିଠି ପରେ କାହିଁକି ମୁହଁ ଖୋଲୁ ନାହାନ୍ତି ମୁଖ୍ୟମନ୍ତ୍ରୀ ?

ଗରିବ କଲ୍ୟାଣ ଅଭିଯାନର ଶୁଭାରମ୍ଭ; ଓଡ଼ିଶାର ୪ ଜିଲ୍ଲା ସାମିଲ୍

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପୁଲିସ୍ ବାବୁ

‘କେହି ଆମକୁ ଆଖି ଦେଖାଇ ପାରିବେନି’

Puri Rath Yatra 2020:ଶ୍ରୀମନ୍ଦିର ଭିତରେ କେମିତି ହେବ ବିଧିରକ୍ଷା; ସନ୍ଧ୍ୟାରେ ନିଷ୍ପତ୍ତି

କରୋନା ଅପ୍‌ଡେଟ୍: ୨୪ ଘଣ୍ଟାରେ ଦେଶରେ ୩୩୪ ଜଣଙ୍କ ମୃତ୍ୟୁ

ଏଜି ପକ୍ଷ ରଖିଲେ ମୁଖା ଖୋଲିଯିବ ସେଥିପାଇଁ ହରିଶ୍ ସାଲ୍‌ଭେଙ୍କୁ ନିୟୋଜିତ କରାଯାଇଥିଲା କି ?

‘ଭାଙ୍ଗିଗଲା ୫୦୦ ବର୍ଷର ପରମ୍ପରା’

ଆଜି ୯୭ କରୋନା ଆକ୍ରାନ୍ତ ସୁସ୍ଥ

ରଥଯାତ୍ରା ବନ୍ଦ ନେଇ କ’ଣ କହିଲେ ଗଜପତି ମହାରାଜା ?

You might also like