ନୃଶଂସ ବାପା; କଥା ନ ମାନିବାରୁ ଝିଅକୁ…

ବ୍ରହ୍ମପୁର: ବ୍ରହ୍ମପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ପାଳିତ କନ୍ୟାକୁ ଚେଙ୍କ ଦେଇଛି ବାପା। ବ୍ରହ୍ମପୁର ବଡ଼ବଜାର ଥାନା ଶ୍ରୀରାମନଗରରେ ଏଭଳି ଘଟଣା ଘଟିଛି।

ଶିଶୁଟି ଅଝଟ ହେବାରୁ ବାପା ତତଲା ଖଡ଼ିକାରେ ଚେଙ୍କ ଦେଇଥିବା ଅଭିଯୋଗ ହୋଇଛି।  ଶିଶୁର ମୁହଁ  ଓ  ହାତରେ ଗଭୀର ଆଘାତ ଲାଗିଛି। ଗୁରୁତର ଅବସ୍ଥାରେ ଶିଶୁଟିକୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି।

ଅନ୍ୟପକ୍ଷରେ, ଚେଙ୍କ ଦେଇଥିବା ରୁନା ଗୌଡ଼କୁ ଅଟକ ରଖିଛି ପୋଲିସ।

You might also like