ଉତ୍ତର,ଦକ୍ଷିଣ ସମେତ ଉପକୂଳ ଓଡ଼ିଶାରେ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ସ୍ଥାନରେ ଜାରି ରହିଛି କାଳବୈଶାଖୀ ଜନିତ ବର୍ଷା। ଉପକୂଳ ଅଞ୍ଚଳରେ ତାତି ସାମାନ୍ୟ କମିଥିଲେ ମଧ୍ୟ ଆଭ୍ୟନ୍ତରୀଣ ଅଞ୍ଚଳରେ ତାତି ଅଧିକ ରହିଛି। ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀ ଜନିତ ବର୍ଷା।

ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଓଡିଶା ଉପରକୁ ଦକ୍ଷିଣ ପଶ୍ଚିମ ଦିଗରୁ ବାୟୁ ପ୍ରବାହିତ ହେଉଛି।

ଏହା ପ୍ରଭାବରେ ରାଜ୍ୟର ଉତ୍ତର,ଦକ୍ଷିଣ ସମେତ ଉପକୂଳ ଓଡିଶାରେ ଅପରାହ୍ନ ସମୟରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। ବର୍ଷା  ସମୟରେ  ପବନର ବେଗ ଘଣ୍ଟାକୁ ୫୦ ରୁ ୬୦ କିଲୋମିଟର ରହିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି।

ଆହୁରି ପଢ଼ନ୍ତୁ

ଆଉ ୧୩୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ଏଥର ଏହି ଜିଲ୍ଲାରେ ସର୍ବାଧିକ

Puri Rath Yatra 2020: ଗଜପତି ମହାରାଜାଙ୍କ ଚିଠି ପରେ କାହିଁକି ମୁହଁ ଖୋଲୁ ନାହାନ୍ତି ମୁଖ୍ୟମନ୍ତ୍ରୀ ?

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପୁଲିସ୍ ବାବୁ

Puri Rath Yatra 2020:ଶ୍ରୀମନ୍ଦିର ଭିତରେ କେମିତି ହେବ ବିଧିରକ୍ଷା; ସନ୍ଧ୍ୟାରେ ନିଷ୍ପତ୍ତି

କରୋନା ଅପ୍‌ଡେଟ୍: ୨୪ ଘଣ୍ଟାରେ ଦେଶରେ ୩୩୪ ଜଣଙ୍କ ମୃତ୍ୟୁ

ଏଜି ପକ୍ଷ ରଖିଲେ ମୁଖା ଖୋଲିଯିବ ସେଥିପାଇଁ ହରିଶ୍ ସାଲ୍‌ଭେଙ୍କୁ ନିୟୋଜିତ କରାଯାଇଥିଲା କି ?

‘ଭାଙ୍ଗିଗଲା ୫୦୦ ବର୍ଷର ପରମ୍ପରା’

ଆଜି ୯୭ କରୋନା ଆକ୍ରାନ୍ତ ସୁସ୍ଥ

ରଥଯାତ୍ରା ବନ୍ଦ ନେଇ କ’ଣ କହିଲେ ଗଜପତି ମହାରାଜା ?

‘ମୁହଁ ନ ଖୋଲି ରଥଯାତ୍ରା ବନ୍ଦ କଲେ, ଜଗନ୍ନାଥ ସବୁ ଦେଖୁଛନ୍ତି’

ସୁପ୍ରିମକୋର୍ଟରେ ଝୁଲୁଛି ରଥଯାତ୍ରା ଭାଗ୍ୟ: ଆସନ୍ତାକାଲି ଶୁଣାଣି

ସହିଦ ଦୁଇ ଓଡ଼ିଆଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଅନୁକମ୍ପାରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

You might also like