ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ ଜିଲ୍ଲାରେ ପ୍ରାକ୍ ମୌସୁମୀ ବର୍ଷା

ଭୁବନେଶ୍ୱର: କେରଳ ଛୁଇଁବା ପରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଧିରେ ଧିରେ ଉପକୂଳ ଆଡ଼କୁ ଅଗ୍ରସର ହେଉଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ ଜିଲ୍ଲାରେ ପ୍ରାକ୍ ମୌସୁମୀ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଏହି ସବୁ ଜିଲ୍ଲା ଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, କେନ୍ଦୁଝର, ବାଲେଶ୍ୱର, ମୟୂରଭଞ୍ଜ। ତା’ସହ ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, ଭଦ୍ରକ ଆଦି ସ୍ଥାନରେ ମଧ୍ୟ  କାଳବୈଶାଖୀ ଆଶଙ୍କା ରହିଛି।

ତେବେ ୫ ତାରିଖ ବେଳକୁ ଦକ୍ଷିଣ ଓଡିଶା ସମେତ ଉପକୂଳ ଓ ଉତ୍ତର ଅଭ୍ୟନ୍ତରୀଣ ଓଡିଶାରେ ଅଧିକ ବର୍ଷା ହେବାର ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

You might also like