ରଜ ଅବସରରେ ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ/ଭୁବନେଶ୍ୱର:  ଓଡ଼ିଶାର ଅନନ୍ୟ ସାଂସ୍କୃତିକ ପର୍ବ ରଜ ଉପଲକ୍ଷେ ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଆରେ ଟ୍ୱିଟ୍ କରି ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି।

ଗଣ ପର୍ବ ‘ରଜ’ର ପବିତ୍ର ଅବସରରେ ଓଡିଶାବାସୀଙ୍କୁ ମୋର ହାର୍ଦ୍ଦିକ ଶୁଭକାମନା । ଏହି ଉତ୍ସବ ସମାଜରେ ଆନନ୍ଦ, ଉତ୍ସାହ ଓ ଉଲ୍ଲାସ ଭରିଦେଉ ବୋଲି ମୋଦି ଟ୍ୱିଟ୍‌ କରି କହିଛନ୍ତି।

ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଓଡ଼ିଆରେ ଟ୍ୱିଟ୍‌ କରି ରାଜ୍ୟବାସୀଙ୍କୁ ରଜର ଅଭିନନ୍ଦନ ଜଣାଇଛନ୍ତି।

ଓଡ଼ିଶାର ଅନନ୍ୟ ସାଂସ୍କୃତିକ ପର୍ବ ରଜ ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ଝିଅ ଓ ମହିଳାଙ୍କ ଦ୍ଵାରା ପାଳିତ ଆମ ସ୍ଵତନ୍ତ୍ର ପରମ୍ପରାର ପ୍ରତୀକ ଏହି ପର୍ବକୁ ଆନନ୍ଦ ଉଲ୍ଲାସରେ ପାଳନ କରନ୍ତୁ। ସମସ୍ତଙ୍କ ସୁଖ ଓ ସମୃଦ୍ଧି କାମନା କରୁଛି ବୋଲି ମୁଖ୍ୟମନ୍ତ୍ରୀ ଟ୍ୱିଟ୍‌ କରି କହିଛନ୍ତି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

You might also like