କେଉଁଠୁ ଲଢ଼ିବେ ମୋଦି?

ନୂଆଦିଲ୍ଲୀ: ଆସନ୍ତା ନିର୍ବାଚନରେ କେଉଁଠୁ ଲଢ଼ିବେ ମୋଦି? ପୁରୀ ନା ଅନ୍ୟ କେଉଁଠୁ…ବର୍ତ୍ତମାନ ସୁଦ୍ଧା ତାହା କିଛି ବି ସ୍ପଷ୍ଟ ଜଣାପଡ଼ିନି। ତେବେ ଏହା ଭିତରେ ମୋଦି ପୁରୀରୁ ଲଢ଼ିବା ନେଇ ଚର୍ଚ୍ଚା ଜୋର ଧରିଛି।

ମୋଦି କେଉଁଠୁ ନିର୍ବାଚନ ଲଢ଼ିବେ ସେନେଇ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ରଖାଯାଇଥିବା ପ୍ରଶ୍ନର ଉତ୍ତରରେ ପ୍ରତିକ୍ରିୟା ରଖିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍ ଶାହ।

‘ବର୍ତ୍ତମାନ ଯାଏ ସାଧାରଣ ନିର୍ବାଚନରେ କିଏ କେଉଁଠୁ ପ୍ରାର୍ଥୀ ହେବ ସେ ନେଇ କୌଣସି ନିଷ୍ପତ୍ତି ହୋଇନି। ପ୍ରଧାନମନ୍ତ୍ରୀ ଦେଶ ତମାମ ସବୁ ଆଡ଼େ ବୁଲୁଛନ୍ତି। ବିଭିନ୍ନ ସମୟରେ ବିଭିନ୍ନ ଜାଗାରେ ଲଢ଼ିବା ଚର୍ଚ୍ଚା ହେଉଛି। ତେବେ ପ୍ରଧାନମନ୍ତ୍ରୀ କେଉଁଠୁ ଲଢ଼ିବେ, କିଛି ସ୍ଥିର ହୋଇନି’ ବୋଲି କହିଛନ୍ତି ଶାହ।

ସୂଚନାଥାଉ କି, ପ୍ରଧାନମନ୍ତ୍ରୀ ମୋଦି ପୁରୀରୁ ନିର୍ବାଚନ ଲଢ଼ିବା ନେଇ ଗତ କିଛି ଦିନ ଧରି ଚର୍ଚ୍ଚା ଜୋର ଧରିଛି।

ଆହୁରି ପଢ଼ନ୍ତୁ

ରାୟୁଡୁଙ୍କ ଧମାକା: ମୁମ୍ବାଇକୁ ଚକମା ଦେଲା ଚେନ୍ନାଇ

ଅନ୍ତିମ ଯାତ୍ରାରେ ବାହାରିଲା INS ବିରାଟ

କରୋନା ଆରୋଗ୍ୟ ହାର: ଆମେରିକାକୁ ପଛରେ ପକାଇ ଭାରତ ଆଗରେ

ଲକ୍‌‌ଡାଉନ ସମୟରେ ସ୍ୱତନ୍ତ୍ର ଶ୍ରମିକ ଟ୍ରେନ୍‌‌ରେ ୯୭ ଶ୍ରମିକଙ୍କ ମୃତ୍ୟୁ ଘଟିଛି

ସାମ୍ବାଦିକଙ୍କ ସମେତ ଚୀନ ଓ ନେପାଳ ନାଗିରକ ଗିରଫ; ଚୀନ ଗୁଇନ୍ଦା ସଂସ୍ଥାକୁ ଦେଉଥିଲେ ଗୁପ୍ତ ଖବର

COVID-19କୁ ନେଇ ବଢ଼ିଲା ଚିନ୍ତା; ରୂପ ବଦଳାଇ ସୁସ୍ଥ ହୋଇଥିବା ରୋଗୀଙ୍କ ଶରୀରରେ ପୁଣି ସଂକ୍ରମିତ ହେଉଛିି

୨୪ ଘଣ୍ଟାରେ ୯୩, ୩୩୭ କରୋନା ଆକ୍ରାନ୍ତ ଚିହ୍ନଟ

ରେଡ୍‌ ବେଳେ ୯ ଆତଙ୍କବାଦୀ ଗିରଫ, ଦେଶରେ ବଡ଼ ଧରଣର ହମ୍‌ଲା ପାଇଁ କରିଥିଲେ ଯୋଜନା

କରୋନା ଭ୍ୟାକ୍‌ସିନ୍‌ ପରେ ଔଷଧ ତିଆରି କଲା ଋଷ

ପ୍ଲେ’ ଷ୍ଟୋରକୁ ପୁଣି ଫେରିଲା Paytm

ଚୀନକୁ ଆଉଏକ ଝଟ୍‌କା, ଏହି ଦେଶରେ ବି ବ୍ୟାନ୍ ହେଲା TikTok

ମୋଦିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବିରାଟ୍, ଜବାବରେ ପ୍ରଧାନମନ୍ତ୍ରୀ କହିଲେ…

You might also like