ପୁରୀ ଶଙ୍କରାଚାର୍ଯ୍ୟଙ୍କ କ୍ଷୋଭ 

ପୁରୀ : ରତ୍ନଭଣ୍ଡାର ଚାବି ହଜିବା ଘଟଣା ନେଇ ପୁରୀ ଶଙ୍କରାଚାର୍ଯ୍ୟ କ୍ଷୋଭ ପ୍ରକାଶ କରିଛନ୍ତି। କେଉଁ ପରିସ୍ଥିତିରେ ଚାବି ହଜିଲା, ତାର ଅନୁଧ୍ୟାନ କରାଯାଉ ବୋଲି ଶଙ୍କରାଚାର୍ଯ୍ୟ କହିଛନ୍ତି।

ସେପଟେ ପୁରୀ ସିଂହଦ୍ୱାର ସମ୍ମୁଖରେ ଜଗନ୍ନାଥ ସେନାର ବିକ୍ଷୋଭ। ସଚେତନ ନାଗରିକ ମଞ୍ଚ ପକ୍ଷରୁ ମଧ୍ୟ ବିକ୍ଷୋଭ କରାଯାଇଛି। ରତ୍ନଭଣ୍ଡାର ଭିତର ଚାବି ହଜିବା ଘଟଣାରେ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଇସ୍ତଫା ଦାବି କରିଛି ମଞ୍ଚ।

You might also like