ରେଲୱେରେ ଚାକିରୀ କରାଇଦେବା ନାଁରେ ଠକେଇ

ଭୁବନେଶ୍ୱର: ରେଲୱେରେ ଚାକିରୀ କରାଇଦେବା ନାଁରେ ଯୁବକଙ୍କଠୁ ଠକେଇ। ଏହି ଘଟଣାରେ ସମ୍ପୃକ୍ତ ୭ ଜଣଙ୍କୁ ଗିରଫ କରି ପୋଲିସ୍‌ ପଚରାଉଚରା ଚଳାଇଛି।

ସୂଚନା ଅନୁସାରେ, ରେଳ ବିଭାଗର ଆସିଷ୍ଟାଣ୍ଟ ଗୁଡ୍ସ ଗାର୍ଡ ପଦବୀରେ ଚାକିରି କରାଇଦେବା ନାଁରେ ଯୁବକଙ୍କଠୁ ୪୦ ହଜାର ଟଙ୍କା ନେଇଥିଲା ଭୁବନେଶ୍ୱର ଟଙ୍କପାଣି ରୋଡ଼୍‌ରେଥିବା ୟୁନିଭର୍ସାଲ ରେଲ ପ୍ରାଇଭେଟ୍ ଲିମିଟେଡ୍ କମ୍ପାନୀ।

ତେବେ ସନ୍ଦେହ ହେବାରୁ ଠକାମିର ଶିକାର ବ୍ୟକ୍ତିମାନେ ସହିଦ ନଗର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଫଳରେ ଏହି ଘଟଣା ସାମ୍‌ନାକୁ ଆସିଥିଲା।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like