ତାତିରୁ ମିଳିଲା ନିସ୍ତାର; ବର୍ଷାରେ ଭିଜିଲା ଭୁବନେଶ୍ୱର, କଟକ ଓ ପୁରୀ ସମେତ କିଛି ସ୍ଥାନ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର, କଟକ, ପୁରୀ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଝଡ଼ବର୍ଷା।  ଗତକାଲି ସଂଧ୍ୟାରେ ଭୁବନେଶ୍ୱରରେ ହଠାତ୍ କଳାହାଣ୍ଡିଆ ମେଘ ଘୋଟିଆସି ଘଡ଼ଘଡ଼ି ସହ ବର୍ଷା ହୋଇଥିଲା।

ସେହିପରି କଟକ ସହରରେ ମଧ୍ୟ ବେଶ୍ କିଛି ସମୟ ପାଇଁ ଝଡ଼ବର୍ଷା ହୋଇଛି। ବର୍ଷା ଯୋଗୁଁ ସହରର ବିଭିନ୍ନ ସ୍ଥାନରେ ଅନେକ ସମୟ ଧରି ବିଦ୍ୟୁତ୍ ସେବା ବାଧାପ୍ରାପ୍ତ ହୋଇଛି।

ଏହାପୂର୍ବରୁ କାଳବୈଶାଖୀ ବର୍ଷା ହେବା ନେଇ ୧୦ଟି ଜିଲ୍ଲା ପାଇଁ ସତର୍କ ସୂଚନା ମଧ୍ୟ ଜାରି ହୋଇଥିଲା। ଆଜି ମଧ୍ୟ ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀ ହେବାନେଇ ସମ୍ଭାବନା ଥିବା ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆହୁରି ପଢ଼ନ୍ତୁ

ବଙ୍ଗୋପସାଗରରେ ଲଘୁଚାପ, ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଆଉ ୧୩୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ଏଥର ଏହି ଜିଲ୍ଲାରେ ସର୍ବାଧିକ

ଆସନ୍ତା ୫ଦିନ ଯାଏ ବର୍ଷା !

Puri Rath Yatra 2020: ଗଜପତି ମହାରାଜାଙ୍କ ଚିଠି ପରେ କାହିଁକି ମୁହଁ ଖୋଲୁ ନାହାନ୍ତି ମୁଖ୍ୟମନ୍ତ୍ରୀ ?

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପୁଲିସ୍ ବାବୁ

Puri Rath Yatra 2020:ଶ୍ରୀମନ୍ଦିର ଭିତରେ କେମିତି ହେବ ବିଧିରକ୍ଷା; ସନ୍ଧ୍ୟାରେ ନିଷ୍ପତ୍ତି

କରୋନା ଅପ୍‌ଡେଟ୍: ୨୪ ଘଣ୍ଟାରେ ଦେଶରେ ୩୩୪ ଜଣଙ୍କ ମୃତ୍ୟୁ

ଏଜି ପକ୍ଷ ରଖିଲେ ମୁଖା ଖୋଲିଯିବ ସେଥିପାଇଁ ହରିଶ୍ ସାଲ୍‌ଭେଙ୍କୁ ନିୟୋଜିତ କରାଯାଇଥିଲା କି ?

‘ଭାଙ୍ଗିଗଲା ୫୦୦ ବର୍ଷର ପରମ୍ପରା’

ଆଜି ୯୭ କରୋନା ଆକ୍ରାନ୍ତ ସୁସ୍ଥ

ରଥଯାତ୍ରା ବନ୍ଦ ନେଇ କ’ଣ କହିଲେ ଗଜପତି ମହାରାଜା ?

‘ମୁହଁ ନ ଖୋଲି ରଥଯାତ୍ରା ବନ୍ଦ କଲେ, ଜଗନ୍ନାଥ ସବୁ ଦେଖୁଛନ୍ତି’

You might also like