ରାଜନୈତିକ ବ୍ୟକ୍ତିଙ୍କୁ ରାଜ୍ୟସଭା ପଠାଯିବ

ଭୁବନେଶ୍ୱର: ଆଗାମୀ ରାଜ୍ୟସଭା ନିର୍ବାଚନ ନେଇ କାର୍ଡ ଖୋଲିଲା ବିଜେଡି। ଓଡ଼ିଶାରୁ ଖାଲି ପଡୁଥିବା ୩ଟି ସିଟ୍ ଲାଗି ବିଜେଡି ରାଜନୈତିକ ବ୍ୟକ୍ତିଙ୍କୁ ପ୍ରାର୍ଥୀ କରିବ।

ଆଜି ଦିଲ୍ଲୀରୁ ଫେରିବା ପରେ ଗଣମାଧ୍ୟମ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଥିଲେ, ଠିକ୍ ସମୟରେ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବ। ସେହିପରି ବିଜେପୁର ଉପ ନିର୍ବାଚନରେ ବୃହତ୍ତ ବ୍ୟବଧାନ ବିଜୟ ନେଇ ଆଶାବାଦୀ ଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।

ରାଜ୍ୟ ସଭା ନିର୍ବାଚନ ଲାଗି ମାର୍ଚ୍ଚ ୫ରେ ବିଜ୍ଞପ୍ତି  ପ୍ରକାଶ ପାଇବ ଓ ୧୨ ତାରିଖ ରହିଛି ନାମାଙ୍କନ ଦାଖଲର ଶେଷ ଦିନ। ୧୩ ତାରିଖରେ ନାମାଙ୍କନପତ୍ର ଯାଞ୍ଚ ଓ ୧୫ ତାରିଖ ନାମାଙ୍କନ ପ୍ରତ୍ୟାହାର ହେବ।

ଓଡ଼ିଶାରୁ ରାଜ୍ୟସଭା ସାଂସଦ ଏ.ଭି. ସ୍ୱାମୀ, ଅନଙ୍ଗ ଉଦୟ ସିଂଦେଓ ଓ ଦିଲ୍ଲିପ ତିର୍କୀଙ୍କ କାର୍ଯ୍ୟକାଳ ଏପ୍ରିଲ୍ ୩ ତାରିଖରେ ଶେଷ ହେଉଛି।

ଆହୁରି ପଢ଼ନ୍ତୁ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

You might also like