ରମାଦେବୀ ବିଶ୍ୱବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା : ଧାରଣାରେ ବସିଲେ ଛାତ୍ରୀ
ଭୁବନେଶ୍ୱର : ରମାଦେବୀ ବିଶ୍ୱବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା। ତାଲା ପକାଇ ଧାରଣାରେ ବସିଲେ ଶତାଧତ୍କ ଛାତ୍ରୀ। ରମାଦେବୀ କଲେଜର ଅଟୋନୋମସ ବଜାୟ ଦାବିରେ ଛାତ୍ରୀମାନେ ଏହି ଆନ୍ଦୋଳନ କରୁଛନ୍ତି।
ବିଶ୍ୱବିଦ୍ୟାଳୟ ପରେ କଲେଜର ଅଟୋନୋମସ ମାନ୍ୟତାକୁ ପ୍ରତ୍ୟାହାରକୁ ବିରୋଧ କରି ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରୀ। ମୁଖ୍ୟ ଫାଟକରେ ତାଲା ପକାଇ ଛାତ୍ରୀମାନେ ଧାରଣାରେ ବସିଛନ୍ତି।
ଦେଖନ୍ତୁ ଏହି ଭିଡ଼ିଓ-