ରତ୍ନଭଣ୍ଡାର ବ୍ୟବସ୍ଥାର ସମୀକ୍ଷା କରାଯାଉ: ପୁରୀ ଶଙ୍କରାଚାର୍ଯ୍ୟ

ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପୁରୀ ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀ। ଏ ସମ୍ପର୍କରେ ସେ କହିଛନ୍ତି, ରତ୍ନଭଣ୍ଡାରର ବ୍ୟବସ୍ଥା କେବେଠୁ ରହିଛି। ଏହାକୁ ସମୀକ୍ଷା କରାଯାଉ। ହାଇକୋର୍ଟ ମୁଖ୍ୟ ବିଚାରପତି, ସଂସ୍କୃତି ଓ ଆଇନ ମନ୍ତ୍ରୀ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ପୁରୀ ଗଜପତି ଓ ସେବାୟତଙ୍କୁ ନେଇ ସମୀକ୍ଷା ହେଉ ବୋଲି ସେ ଆହ୍ୱାନ କରିଛନ୍ତି। ଏଥିସହିତ ଶ୍ରୀମନ୍ଦିରର ଆଧ୍ୟାତ୍ମିକ ନେତୃତ୍ୱକୁ ଶ୍ରୀହୀନ କରିବା ପାଇଁ ଚେଷ୍ଟା କରାଯାଉଥିବା ସେ ଅଭିଯୋଗ କରିଛନ୍ତି।

 

ଆହୁରି ପଢ଼ନ୍ତୁ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

୨୪ ଘଣ୍ଟାରେ ଓଡ଼ିଶାରେ ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ୬୪୪, କଟକରୁ ୫୪୯

ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି, ଆସନ୍ତା ୩ ଦିନ ଯାଏ ବର୍ଷା ସମ୍ଭାବନା

You might also like