ଦାମଙ୍କୁ କୋଣଠେସା ପ୍ରସଙ୍ଗ : ପୁଅ ସମ୍ବିତ କହିଲେ ‘ଉପର ଲେବଲ କଥା’

ଭୁବନେଶ୍ୱର :  ବିଜେଡିରେ ଡାକ୍ତର ଦାମୋଦର ରାଉତ ଏବେ ସଂପୂର୍ଣ୍ଣ କୋଣଠେସା। ଏକଥାକୁ ମର୍ମେ ମର୍ମେ ଅନୁଭବ କରୁଛନ୍ତି ନୂଆ କରି ସଂପାଦକ ପଦ ପାଇଥିବା ପୁଅ ସମ୍ବିତ ରାୟତରାୟ।

ନବୀନ ନିବାସରେ ଦୁଇଦିନ ଧରି ଦଳର ବୈଠକ ବିଷୟରେ ବି ସମ୍ବିତ ମୁହଁ ଖୋଲିଛନ୍ତି। ବାପାଙ୍କୁ କାହିଁକି ଏ ବୈଠକକୁ ଡକାଗଲା ନାହିଁ, ସେ ପ୍ରଶ୍ନରେ ଏହା ଦଳର ଆଭନ୍ତରୀଣ ମାମଲା ଓ ଉପର ଲେବଲ କଥା କହି ନିଜ ଅସହାୟତା ପ୍ରକାଶ କରିଛନ୍ତି ସମ୍ବିତ୍। କିନ୍ତୁ ସେ ବାପାଙ୍କ ପ୍ରତିନିଧି ଭାବେ ବୈଠକକୁ ଯାଇ ନଥିଲେ ବୋଲି କହିଛନ୍ତି।

ନିଜ ଭବିଷ୍ୟତ ରାଜନୀତି ଜୀବନ ଉପରେ ରୋକଠୋକ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ଓ ବାପା ଚାହିଁଲେ ସେ ୧୯ ନିର୍ବାଚନ ଲଢିବେ। ଆଉ ଦାମଙ୍କ ପୁଅ ଭାବେ ସେ ପାଇଥିବା ପରିଚୟକୁ ନେଇ ଗର୍ବିତ ବୋଲି କହିଛନ୍ତି ସମ୍ବିତ। ରାଜ୍ୟ ରାଜନୀତରେ ଆଗକୁ ବହୁତ କିଛି ହେବାକୁ ଯାଉଛି ବୋଲି ଇଙ୍ଗିତ କରିଛନ୍ତି ଦାମଙ୍କ ପୁଅ ସମ୍ବିତ, ଯାହା ଦାମଙ୍କୁ ନେଇ ଭବିଷ୍ୟତର ହଲଚଲ୍‌କୁ ଇସାରା କରୁଛି।

ଆହୁରି ପଢ଼ନ୍ତୁ

ପିଜି ପ୍ରବେଶିକା ପରୀକ୍ଷାର ସମୟସାମା ଦୃଦ୍ଧି କଲା ଉଚ୍ଚଶିକ୍ଷା ବିଭାଗ

ସନ୍ଦିଗ୍ଧ ଆତଙ୍କୀ ଲିଙ୍କରେ ଭୁବନେଶ୍ୱରରୁ ଜଣକୁ ଉଠାଇ ନେଲା NIA

ପୋଖରୀରେ ବୁଡ଼ିଗଲେ ଦୁଇ ଭଉଣୀ

ଭଡ଼ା ଘରୁ ମିଳିଲା ଇଞ୍ଜିନିୟରିଂ କଲେଜ ପ୍ରଫେସରଙ୍କ ମୃତଦେହ

ଆଡ଼ ଆଖିରେ ଚାହିଁଲେନି ଭାଇବନ୍ଧୁ, ରାସ୍ତା ଉପରେ ଶୁଆଇ ସହାୟତା ଦାବି କଲେ ଗାଁଲୋକ

୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ରୋଗୀ

ଓଡ଼ିଶାରେ ସୁଧୁରୁଛି କରୋନା ସ୍ଥିତି: ୨୪ ଘଣ୍ଟାରେ ୧,୯୩୧ ପଜିଟିଭ୍‌ ଚିହ୍ନଟ

୪୮ ଘଣ୍ଟାରେ ଅବପାତର ରୂପ ନେଇପାରେ ଲଘୁଚାପ

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଦିବ୍ୟାଙ୍ଗ ବାଳିକା

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ୱାର୍ଣ୍ଣିଂ

ସ୍ୱାଭିମାନ ଅଞ୍ଚଳରେ ମୁଣ୍ଡ ଗଡ଼ାଇଲେ ମାଓବାଦୀ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

You might also like