ପୂର୍ବତନ ରାଜ୍ୟପାଳ ଏସ୍.ସି ଜମିରଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

ଭୁବନେଶ୍ୱର: ଓଡ଼ିଶାର ପୂର୍ବତନ ରାଜ୍ୟପାଳ ଏସ୍.ସି ଜମିରଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। ଓଡ଼ିଶା ଛାଡିବା ପୂର୍ବରୁ ପୂର୍ବତନ ରାଜ୍ୟପାଳଙ୍କୁ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଗାର୍ଡ ଅଫ୍ ଅନର ଦିଆଯାଇଛି।

ପୂର୍ବତନ ରାଜ୍ୟପାଳଙ୍କୁ ବିଦାୟ ଜଣାଇବାକୁ ବିମାନ ବନ୍ଦରରେ ପହଞ୍ଚିଥିଲେ ବହୁ ରାଜନେତା, ଭୁବନେଶ୍ୱର ମେୟର, ପ୍ରଶାସନିକ ଅଧିକାରୀ ଓ ପୋଲିସ କମିଶନର ପ୍ରମୁଖ।

ଗତ ୨୦ ତାରିଖରେ ଶେଷ ହୋଇଥିଲା ପୂର୍ବତନ ରାଜ୍ୟପାଳ ଏସ୍.ସି ଜମିରଙ୍କ କାର୍ଯ୍ୟକାଳ। ରାଜ୍ୟପାଳଙ୍କ କାର୍ଯ୍ୟକାଳ ସରିବା ପରେ ଗତକାଲି ରାଜଭବନକୁ ଯାଇ ଜମିରଙ୍କୁ ବିଦାୟ କାଳୀନ ସାକ୍ଷାତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଆହୁରି ପଢ଼ନ୍ତୁ

ଆଉ ୧୩୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ଏଥର ଏହି ଜିଲ୍ଲାରେ ସର୍ବାଧିକ

Puri Rath Yatra 2020: ଗଜପତି ମହାରାଜାଙ୍କ ଚିଠି ପରେ କାହିଁକି ମୁହଁ ଖୋଲୁ ନାହାନ୍ତି ମୁଖ୍ୟମନ୍ତ୍ରୀ ?

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପୁଲିସ୍ ବାବୁ

Puri Rath Yatra 2020:ଶ୍ରୀମନ୍ଦିର ଭିତରେ କେମିତି ହେବ ବିଧିରକ୍ଷା; ସନ୍ଧ୍ୟାରେ ନିଷ୍ପତ୍ତି

କରୋନା ଅପ୍‌ଡେଟ୍: ୨୪ ଘଣ୍ଟାରେ ଦେଶରେ ୩୩୪ ଜଣଙ୍କ ମୃତ୍ୟୁ

ଏଜି ପକ୍ଷ ରଖିଲେ ମୁଖା ଖୋଲିଯିବ ସେଥିପାଇଁ ହରିଶ୍ ସାଲ୍‌ଭେଙ୍କୁ ନିୟୋଜିତ କରାଯାଇଥିଲା କି ?

‘ଭାଙ୍ଗିଗଲା ୫୦୦ ବର୍ଷର ପରମ୍ପରା’

ଆଜି ୯୭ କରୋନା ଆକ୍ରାନ୍ତ ସୁସ୍ଥ

ରଥଯାତ୍ରା ବନ୍ଦ ନେଇ କ’ଣ କହିଲେ ଗଜପତି ମହାରାଜା ?

‘ମୁହଁ ନ ଖୋଲି ରଥଯାତ୍ରା ବନ୍ଦ କଲେ, ଜଗନ୍ନାଥ ସବୁ ଦେଖୁଛନ୍ତି’

ସୁପ୍ରିମକୋର୍ଟରେ ଝୁଲୁଛି ରଥଯାତ୍ରା ଭାଗ୍ୟ: ଆସନ୍ତାକାଲି ଶୁଣାଣି

ସହିଦ ଦୁଇ ଓଡ଼ିଆଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଅନୁକମ୍ପାରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

You might also like