ଏସ୍‌ସିବି ଡାକ୍ତର ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ

ଭୁବନେଶ୍ୱର : ଏସ୍‌ସିବି ହେମାଟୋଲୋଜୀ ବିଭାଗ ମୁଖ୍ୟ ଡାକ୍ତର ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରାଯାଇଛି। ୫୦ ହଜାର ଟଙ୍କା ଓ ଦୁଇ ଜଣ ଜାମିନଦାରଙ୍କ ବଦଳରେ କୋର୍ଟ ଜାମିନ ଦେଇଛନ୍ତି।

ତେବେ କୋର୍ଟଙ୍କ ବିନା ଅନୁମତିରେ ସେ ରାଜ୍ୟ ବାହାରକୁ ଯାଇପାରିବେ ନାହିଁ ବୋଲି କୋର୍ଟ ସର୍ତ୍ତ ରଖିଛନ୍ତି।  ତଦନ୍ତରେ ସହଯୋଗ କରିବା ସହ ସାକ୍ଷୀମାନଙ୍କୁ ପ୍ରଭାବିତ ନକରିବାକୁ ମଧ୍ୟ ସର୍ତ୍ତ ରଖାଯାଇଛି। ସେପଟେ ପ୍ରତ୍ୟେକ ତାରିଖରେ ହାଜର ହେବାକୁ ଜାମିନରେ ନିର୍ଦ୍ଦେଶ ରହିଛି।

ରାଜ୍ୟ ଚିକିତ୍ସା ପାଣ୍ଠିରେ ଆର୍ଥିକ ଅନିୟମିତତା ମାମଲାରେ ଡାକ୍ତର ରବିନ୍ଦ୍ର ଜେନା ଗିରଫ ହୋଇଥିଲେ। ନିର୍ଦ୍ଦିଷ୍ଟ କେତେକ ବିଦେଶୀ କମ୍ପାନୀରୁ ଦାମୀ ଔଷଧ କିଣିବା ପାଇଁ ରୋଗୀଙ୍କୁ ବାଧ୍ୟ କରିବା ଅଭିଯୋଗ ମଧ୍ୟ ହୋଇଥିଲା।

ଆହୁରି ପଢ଼ନ୍ତୁ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

You might also like