୨୦୧୮ ସୁଦ୍ଧା ଜଟଣୀରେ ନିର୍ମାଣ ହେବ ଦକ୍ଷତା ବିକାଶ ଅନୁଷ୍ଠାନର ନୂଆ ବିଲଡ଼ିଂ

ଭୁବନେଶ୍ୱର: ୨୦୧୮ ସୁଦ୍ଧା ଜଟଣୀରେ ନିର୍ମାଣ ହେବ ଦକ୍ଷତା ବିକାଶ ଅନୁଷ୍ଠାନର ନୂଆ ବିଲଡ଼ିଂ। ଏଥିରେ ୩ ହଜାର ଛାତ୍ରଛାତ୍ରୀଙ୍କୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ପ୍ରଶିକ୍ଷଣ ଦିଆଯିବ।

ଭୁବନେଶ୍ୱର ଦକ୍ଷତା ବିକାଶ ଅନୁଷ୍ଠାନର ଦ୍ୱିତୀୟ ବର୍ଷ ପୂର୍ତ୍ତି ଅବସରରେ ଯୋଗ ଦେଇ ଏହା କହିଛନ୍ତି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଅନୁଷ୍ଠାନର ସଫଳତା ବି ବଖାଣିଥିଲେ ଧର୍ମେନ୍ଦ୍ର। ୨ ବର୍ଷ ଭିତରେ ଅନୁଷ୍ଠାନରେ ୫୩୬ ଜଣ ଯୁବକ ଯୁବତୀଙ୍କୁ ଦକ୍ଷତା ବିକାଶ ଟ୍ରେନିଂ ଦିଆଯାଇଥିବା ବେଳେ ୨୨୬ ଜଣଙ୍କୁ ନିଯୁକ୍ତି ଦିଆଯାଇଥିବା ଧର୍ମେନ୍ଦ୍ର କହିଛନ୍ତି। ଏ ଅବସରରେ ଏକ ନୂଆ ପାଠ୍ୟକ୍ରମର ଶୁଭାରମ୍ଭ କରିଥିଲେ ଧର୍ମେନ୍ଦ୍ର।

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

You might also like