ଭୁବନେଶ୍ୱରରେ ହେବ ଆଉ ଏକ ଏୟାରପୋର୍ଟ

ଭୁବନେଶ୍ୱର: ଖୁବ୍‌ ଶ୍ରୀଘ୍ର ରାଜଧାନୀ ଭୁବନେଶ୍ୱରରେ ହେବ ଆଉ ଏକ ବିମାନ ବନ୍ଦର। ଏନେଇ ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ମନ୍ତ୍ରାଳୟ ପକ୍ଷରୁ ଜାରି ଏକ ଟ୍ୱିଟ୍‌ରେ ଏହି ସୂଚନା ଦିଆଯାଇଛି।

ଭୁବନେଶ୍ୱର ବିମାନ ବନ୍ଦରରୁ ଯାତାୟତ କରୁଥିବା ବିମାନ ସଂଖ୍ୟା  କ୍ରମାଗତ ବଢିବାରେ ଲାଗିଛି। ତେଣୁ ବିମାନ ଗୁଡିକର ଭିଡ଼ କମାଇବା ପାଇଁ ଏବଂ ଯାତ୍ରୀମାନଙ୍କ ସୁବିଧା ଲାଗି ଆଉ ଏକ ବିମାନ ବନ୍ଦର ପ୍ରତିଷ୍ଠା  କରାଯିବ।

ଏଥିପାଇଁ ଖୋର୍ଦ୍ଧା  ନିକଟରେ ଏକ ଉପଯୁକ୍ତ ସ୍ଥାନ ଚିହ୍ନଟ ପାଇଁ ପ୍ରକ୍ରିୟା ଅରମ୍ଭ ହୋଇଯାଇଛି।

ଆହୁରି ପଢ଼ନ୍ତୁ

ରାଜଧାନୀରେ ଦିନକରେ ୩୪୨ କରୋନା ପଜିଟିଭ୍ ଚିହ୍ନଟ

IT ଛାତ୍ର ତିଆରି କଲେ ଦେଶୀ ଭେଣ୍ଟିଲେଟର

ପୁଣି ନିର୍ମାଣ ହେବ ପାଥରପୁରୀ ହଷ୍ଟେଲ ପାଚେରୀ

ପ୍ରବଳ ବର୍ଷିବ, ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଆସିପାରିଲାନି ଆମ୍ବୁଲାନ୍ସ, ଅଧା ବାଟରେ ପ୍ରସବ କଲେ ମହିଳା

ବରମୁଣ୍ଡା ବସ୍ ଷ୍ଟାଣ୍ଡ ହେବ ISBT

ଅଧ୍ୟାପକ ସ୍ୱାମୀଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ମହିଳା IIC

ମହଙ୍ଗା ପଡ଼ିଲା କ୍ଷମତାର ଅପବ୍ୟବହାର: ଆଦିବାସୀଙ୍କ ଘର ଭାଙ୍ଗିଥିବା ମହିଳା ସରପଞ୍ଚ ନିଲମ୍ବିତ

ହୋଟେଲରେ ଚାଲିଥିଲା ସେକ୍ସ ରାକେଟ୍, ୨ ମହିଳାଙ୍କ ସମେତ ଗ୍ରାହକ ଓ ହୋଟେଲ ମ୍ୟାନେଜର ଅଟକ

ସୁପ୍ରିମକୋର୍ଟ ଗଲେ ବର୍ଷା

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

You might also like