ଆଜି ବି ବନ୍ଦ ରହିବ ସମସ୍ତ ରାଷ୍ଟ୍ରାୟତ୍ତ ବ୍ୟାଙ୍କ

ନୂଆଦିଲ୍ଲୀ: ଦେଶବ୍ୟାପୀ ଚାଲିଥିବା ୨ ଦିନିଆ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଧର୍ମଘଟର ଆଜି ଦ୍ୱିତୀୟ ତଥା ଶେଷଦିନ। ଆଜି ବି ବ୍ୟାଙ୍କ ବନ୍ଦ ରହୁଥିବାରୁ ଗ୍ରାହକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।

ପ୍ରାୟ ୨୧ରୁ ଅଧିକ ବ୍ୟାଙ୍କର ୧୦ ଲକ୍ଷରୁ ଅଧିକ କର୍ମଚାରୀ ଆନ୍ଦୋଳନରେ ସାମିଲ ହେବାରୁ ରାଷ୍ଟ୍ରାୟତ୍ତ ବ୍ୟାଙ୍କରେ କାରବାର ଓ ନେଣଦେଣ ସଂପୂର୍ଣ୍ଣ ଠପ୍ ହୋଇଯାଇଛି।

ଏପଟେ ଆଜି ମାସର ଶେଷ ଦିନ ଥିବାରୁ ଦରମା ଓ ପେନ୍‌ସନ୍‌ ଆଶାୟୀ ସମସ୍ୟାରେ। ଧର୍ମଘଟ ଯୋଗୁଁ ଏଟିଏମ୍‌ରୁ ଟଙ୍କା ଖାଲି ହୋଇ ଯାଇଥିବାରୁ ଗ୍ରାହକ ବି କ୍ଷୁବ୍ଧ ଅଛନ୍ତି।

ମାତ୍ର ୨ ପ୍ରତିଶତ ପ୍ରସ୍ତାବିତ ଦରମା ବୃଦ୍ଧି ନିଷ୍ପତ୍ତିକୁ ବିରୋଧ ସାଙ୍ଗକୁ ଅନ୍ୟାନ୍ୟ ଦାବିରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ସମସ୍ତ ରାଷ୍ଟ୍ରାୟତ୍ତ ବ୍ୟାଙ୍କ କର୍ମଚାରୀ।

ଆହୁରି ପଢ଼ନ୍ତୁ

ପର୍ଯ୍ୟଟକଙ୍କୁ ଗାଳିଗୁଲଜ କରୁଥିଲେ ଶୁଆ, ନିଆଗଲା ଏମିତି କାର୍ଯ୍ୟାନୁଷ୍ଠାନ

ଅନଲକ୍-୫ ଗାଇଡ୍ ଲାଇନ୍: କ’ଣ ଖୋଲିବ କେଉଁ ସବୁ କଟକଣା ରହିବ ଜାଣନ୍ତୁ

ଫିଲ୍ମ ନିର୍ମାତା ଅନୁରାଗ କଶ୍ୟପଙ୍କ ଅଡୁଆ ବଢ଼ିଲା: ସମନ କଲା ପୋଲିସ

ଦେଶରେ ୬୨ ଲକ୍ଷ ପାର୍ କଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ମୃତ୍ୟୁ ସଂଖ୍ୟା ଏକ ଲକ୍ଷ ନିକଟତର

ବାବ୍ରୀ ମସଜିଦ୍ ରାୟକୁ ନେଇ ପାକିସ୍ତାନ ରଖିଲା ପ୍ରତିକ୍ରିୟା

ହାଥରଶ ଗଣଦୁଷ୍କର୍ମ ଘଟଣା; ADG କହିଲେ, ଜବରଦସ୍ତି ହୋଇନଥିଲା ଅନ୍ତିମ ସଂସ୍କାର

ବାବ୍ରୀ ମସ୍‌ଜିଦ୍ ରାୟ ଶୁଣିବା ପରେ କ’ଣ କହିଲା କଂଗ୍ରେସ ?

ପୀଡିତାଙ୍କ ସହ ଦୁଷ୍କର୍ମ ହୋଇନାହିଁ କି ତାଙ୍କର ଜିଭ କଟାଯାଇ ନାହିଁ -ପୋଲିସ

‘ଜୟ ଶ୍ରୀରାମ’ କହି ରାୟଙ୍କୁ ସ୍ୱାଗତ କଲେ ଆଡଭାନୀ

ଅପରାଧର ବର୍ଷ ୨୦୧୯: ପ୍ରତ୍ୟେକ ଦିନ ୮୭ଟି ଦୁଷ୍କର୍ମ ମାମଲା ରେକର୍ଡ

ଅସହାୟଙ୍କ ସାହା ପାଲଟିଥିବା ସୋନୁ ସୁଦ୍‌ଙ୍କୁ ସମ୍ମାନିତ କଲା ଜାତିସଂଘ

୨ ବର୍ଷ ତଳେ ନିଖୋଜ ଥିଲେ ମହିଳା, ଜୀବିତ ଅବସ୍ଥାରେ ସମୁଦ୍ରରୁ ଉଦ୍ଧାର ହେଲେ

You might also like