ଶ୍ରୀମନ୍ଦିର ଭିତରେ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ

ପୁରୀ: ପୁରୀ ଶ୍ରୀମନ୍ଦିର ଭିତରେ ଜଣେ ଯୁବତୀଙ୍କୁ ଅସଦାଚରଣ ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ସିଂହଦ୍ୱାର ପୋଲିସ୍‌ ଜଣେ ସେବାୟତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

ସୂଚନା ଅନୁସାରେ, ଗତକାଲି ବ୍ରହ୍ମପୁର ଅଞ୍ଚଳର ଜଣେ ଯୁବତୀ ତାଙ୍କ ପରିବାର ସହ ଠାକୁର ଦର୍ଶନ କରିବାକୁ ଆସିଥିଲେ।  ଅପରାହ୍ଣ ସମୟରେ ନାଟ ମଣ୍ଡପ ନିକଟରେ ସେବାୟତ ସନ୍ତୋଷ କର ତାଙ୍କୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି।

ଆହୁରି ପଢ଼ନ୍ତୁ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

ରହସ୍ୟ ଘେରରେ ମା’-ଝିଅଙ୍କ ମୃତ୍ୟୁ: ୪ ଦିନ ହେଲା ପଡ଼ି ରହିଛି ମୃତଦେହ

ବାଲେଶ୍ୱର ବିଜେଡିରେ ଗୋଷ୍ଠୀ କନ୍ଦଳ !

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

ଦିନକରେ ଓଡ଼ିଶାରେ ୪,୨୩୭ କରୋନା ଆକ୍ରାନ୍ତ‌ ଚିହ୍ନଟ

‘ମୃତକଙ୍କ ହେବନି କୋଭିଡ୍-୧୯‌ ଟେଷ୍ଟ୍‌’

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

You might also like