ଖରାରେ ଜଳୁଛି ସାରା ଓଡ଼ିଶା

ଭୁବନେଶ୍ୱର : ପୁଣି ଫେରିଲା ତାତି। ଡହ ଡହ ଖରାରେ ଜଳୁଛି ପଶ୍ଚିମ ଓଡ଼ିଶା। ଗତକାଲି ରାଜ୍ୟର ୧୧ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା।

ତତଲାଗଡ଼ ଭାବେ ପରିଚିତ ଟିଟିଲାଗଡ଼ରେ ଗତକାଲି ତାପମାତ୍ରା ୪୪.୮ ଡିଗ୍ରୀରେ ପହଞ୍ଚିଥିଲା। ସେହିପରି ସୋନପୁରରେ ତାପମାତ୍ରା ୪୪ ଡିଗ୍ରୀ ଛୁଇଁଥିବା ବେଳେ ଝାରସୁଗୁଡ଼ାରେ ୪୩.୮,ସମ୍ବଲପୁରରେ ୪୩, ଭବାନୀପାଟଣାରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୨.୨ ଡିଗ୍ରୀ ରେକର୍ଡ କରାଯାଇଛି।

ଦିନ ୧୦ଟା ପରେ ଏସବୁ ସ୍ଥାନରେ ପଦାକୁ ବାହାରିବା ମୁସ୍କିଲ ହୋଇପଡୁଛି। ଆହୁରି ୪-୫ ଦିନ ପର୍ଯ୍ୟନ୍ତ ଏହି ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ଆହୁରି ପଢ଼ନ୍ତୁ

ଆଉ ୧୩୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ଏଥର ଏହି ଜିଲ୍ଲାରେ ସର୍ବାଧିକ

Puri Rath Yatra 2020: ଗଜପତି ମହାରାଜାଙ୍କ ଚିଠି ପରେ କାହିଁକି ମୁହଁ ଖୋଲୁ ନାହାନ୍ତି ମୁଖ୍ୟମନ୍ତ୍ରୀ ?

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପୁଲିସ୍ ବାବୁ

Puri Rath Yatra 2020:ଶ୍ରୀମନ୍ଦିର ଭିତରେ କେମିତି ହେବ ବିଧିରକ୍ଷା; ସନ୍ଧ୍ୟାରେ ନିଷ୍ପତ୍ତି

କରୋନା ଅପ୍‌ଡେଟ୍: ୨୪ ଘଣ୍ଟାରେ ଦେଶରେ ୩୩୪ ଜଣଙ୍କ ମୃତ୍ୟୁ

ଏଜି ପକ୍ଷ ରଖିଲେ ମୁଖା ଖୋଲିଯିବ ସେଥିପାଇଁ ହରିଶ୍ ସାଲ୍‌ଭେଙ୍କୁ ନିୟୋଜିତ କରାଯାଇଥିଲା କି ?

‘ଭାଙ୍ଗିଗଲା ୫୦୦ ବର୍ଷର ପରମ୍ପରା’

ଆଜି ୯୭ କରୋନା ଆକ୍ରାନ୍ତ ସୁସ୍ଥ

ରଥଯାତ୍ରା ବନ୍ଦ ନେଇ କ’ଣ କହିଲେ ଗଜପତି ମହାରାଜା ?

‘ମୁହଁ ନ ଖୋଲି ରଥଯାତ୍ରା ବନ୍ଦ କଲେ, ଜଗନ୍ନାଥ ସବୁ ଦେଖୁଛନ୍ତି’

ସୁପ୍ରିମକୋର୍ଟରେ ଝୁଲୁଛି ରଥଯାତ୍ରା ଭାଗ୍ୟ: ଆସନ୍ତାକାଲି ଶୁଣାଣି

ସହିଦ ଦୁଇ ଓଡ଼ିଆଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଅନୁକମ୍ପାରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

You might also like