ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି

ପୁରୀ: ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି। ବନକଲାଗି ନୀତି ପାଇଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ।

ଆଜି ଅପରାହ୍ନ ସାଢେ ୩ଟାରୁ ରାତି ୮ ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ।

ଆହୁରି ପଢ଼ନ୍ତୁ

You might also like