ସାମୁହିକ ଛୁଟିରେ ଶିକ୍ଷା ସହାୟକ

ଭୁବନେଶ୍ୱର: ଆଜିଠୁ ସାମୁହିକ ଛୁଟିରେ ଯିବେ ରାଜ୍ୟର ୭୦ହଜାର ଶିକ୍ଷା ସହାୟକ। ସାମୁହିକ ଛୁଟିରେ ଯାଇ ଭୁବନେଶ୍ୱର ମହାତ୍ମାଗାନ୍ଧୀ ମାର୍ଗରେ ଆଜି ବିଶାଳ ସମାବେଶ କରିବେ। ଦାବି ପୂରଣ ନହେବା ଯାଏ ଆନ୍ଦୋଳନ ଜାରି ରହିବ ବୋଲି ସଂଘ କହିଛି।

ସେହିପରି ଦାବି ପୂରଣ ନହେଲେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ହେବାକୁ ଥିବା ବାର୍ଷିକ ପରୀକ୍ଷାକୁ  ଶିକ୍ଷାସହାୟକ ମାନେ ବର୍ଜନ କରିବେ ବୋଲି ଚେତାବନୀ ଦେଇଛନ୍ତି।

ସର୍ବଶିକ୍ଷା ଅଭିଯାନ ଅଧିନରେ ରାଜ୍ୟର ପ୍ରାୟ ୫୮ହଜାର ପ୍ରାଥମିକ, ଉଚ୍ଚ ପ୍ରାଥମିକ ଓ ନୋଡାଲ୍ ହାଇସ୍କୁଲରେ ଶିକ୍ଷା ସହାୟକ ମାନେ ନିଯୁକ୍ତ ହୋଇଛନ୍ତି। ସପ୍ତମ ବେତନ କମିଶନ, ବଦଳି ନୀତିରେ କୋହଳ, ମୃତ୍ୟୁକାଳୀନ ସହାୟତା ଭଳି ୭ଦଫା ଦାବିରେ ଶିକ୍ଷା ସହାୟକ ଆନ୍ଦୋଳନକୁ ଓହ୍ଲାଉଛନ୍ତି।

ଆହୁରି ପଢ଼ନ୍ତୁ

ଆଉ ୧୩୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ଏଥର ଏହି ଜିଲ୍ଲାରେ ସର୍ବାଧିକ

Puri Rath Yatra 2020: ଗଜପତି ମହାରାଜାଙ୍କ ଚିଠି ପରେ କାହିଁକି ମୁହଁ ଖୋଲୁ ନାହାନ୍ତି ମୁଖ୍ୟମନ୍ତ୍ରୀ ?

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପୁଲିସ୍ ବାବୁ

Puri Rath Yatra 2020:ଶ୍ରୀମନ୍ଦିର ଭିତରେ କେମିତି ହେବ ବିଧିରକ୍ଷା; ସନ୍ଧ୍ୟାରେ ନିଷ୍ପତ୍ତି

କରୋନା ଅପ୍‌ଡେଟ୍: ୨୪ ଘଣ୍ଟାରେ ଦେଶରେ ୩୩୪ ଜଣଙ୍କ ମୃତ୍ୟୁ

ଏଜି ପକ୍ଷ ରଖିଲେ ମୁଖା ଖୋଲିଯିବ ସେଥିପାଇଁ ହରିଶ୍ ସାଲ୍‌ଭେଙ୍କୁ ନିୟୋଜିତ କରାଯାଇଥିଲା କି ?

‘ଭାଙ୍ଗିଗଲା ୫୦୦ ବର୍ଷର ପରମ୍ପରା’

ଆଜି ୯୭ କରୋନା ଆକ୍ରାନ୍ତ ସୁସ୍ଥ

ରଥଯାତ୍ରା ବନ୍ଦ ନେଇ କ’ଣ କହିଲେ ଗଜପତି ମହାରାଜା ?

‘ମୁହଁ ନ ଖୋଲି ରଥଯାତ୍ରା ବନ୍ଦ କଲେ, ଜଗନ୍ନାଥ ସବୁ ଦେଖୁଛନ୍ତି’

ସୁପ୍ରିମକୋର୍ଟରେ ଝୁଲୁଛି ରଥଯାତ୍ରା ଭାଗ୍ୟ: ଆସନ୍ତାକାଲି ଶୁଣାଣି

ସହିଦ ଦୁଇ ଓଡ଼ିଆଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଅନୁକମ୍ପାରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

You might also like