ଶିକ୍ଷା ସହାୟକଙ୍କ ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ୱର: ରାଜ୍ୟ ଶିକ୍ଷା ସହାୟକଙ୍କ ଆନ୍ଦୋଳନ ସ୍ଥଗିତ।  ଗୋଟିଏ ମାସ ପର୍ଯ୍ୟନ୍ତ ଆନ୍ଦୋଳନ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛି ରାଜ୍ୟ ଶିକ୍ଷା ସହାୟକ ସଂଘ।

ଏ ନେଇ ସୂଚନା ଦେଇଛନ୍ତି ଶିକ୍ଷା ସହାୟକ ସଂଘ। ସଭାପତି ମଳୟ ଜେନା ଓ ଉପଦେଷ୍ଟା ସୁନିଲ ପ୍ରଧାନଙ୍କ ସୂଚନା ଶିକ୍ଷାସହାୟକଙ୍କ ବିଭିନ୍ନ ଦାବି ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ସହ ଆଲୋଚନା ପରେ ସଂଘ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଶିକ୍ଷା ସହାୟକଙ୍କ ୭ଟି ଦାବିରୁ ସରକାର ୪ଟି ଦାବି ମାନି ନେଇଛନ୍ତି।

ଏହି ସବୁ ଦାବି ମଧ୍ୟରେ ରହିଛି…

୧. ଜାନୁଆରୀ ପହିଲା ୨୦୧୮ ସୁଦ୍ଧା ୬ ବର୍ଷ ପୂରଣ କରିଥିବା ଶିକ୍ଷକ ନିୟମିତ ହେବେ।

୨. ୨୪ ହଜାରରୁ ଅଧତ୍କ ଶିକ୍ଷା ସହାୟକ ନିୟମିତ ହେବେ।

୩. ୭ମ ବେତନ କମିଶନ ଅନୁସାରେ ୨୫% ଦରମା ବୃଦ୍ଧି ପ୍ରତିଶ୍ରୁତି ଏହାସହ ମିଳିତ ଦେୟର ରାଜ୍ୟ ୪୦% ଦରମା ବୃଦ୍ଧି ପ୍ରତିଶ୍ରୁତି ଦେଇଛନ୍ତି ସରକାର। କେନ୍ଦ୍ର ସରକାରଙ୍କୁ ଏନେଇ ଚିଠି ମଧ୍ୟ ଲେଖିଛନ୍ତି ରାଜ୍ୟ ସରକାର।  କେନ୍ଦ୍ର ସରକାର ମଧ୍ୟ ୬୦% ଦରମା ବୃଦ୍ଧି କରିବା ନେଇ ଅଶାବାଦୀ ଅଛନ୍ତି ଶିକ୍ଷା ସହାୟକ।

ଆହୁରି ପଢ଼ନ୍ତୁ

ଆଉ ୧୩୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ଏଥର ଏହି ଜିଲ୍ଲାରେ ସର୍ବାଧିକ

Puri Rath Yatra 2020: ଗଜପତି ମହାରାଜାଙ୍କ ଚିଠି ପରେ କାହିଁକି ମୁହଁ ଖୋଲୁ ନାହାନ୍ତି ମୁଖ୍ୟମନ୍ତ୍ରୀ ?

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପୁଲିସ୍ ବାବୁ

Puri Rath Yatra 2020:ଶ୍ରୀମନ୍ଦିର ଭିତରେ କେମିତି ହେବ ବିଧିରକ୍ଷା; ସନ୍ଧ୍ୟାରେ ନିଷ୍ପତ୍ତି

କରୋନା ଅପ୍‌ଡେଟ୍: ୨୪ ଘଣ୍ଟାରେ ଦେଶରେ ୩୩୪ ଜଣଙ୍କ ମୃତ୍ୟୁ

ଏଜି ପକ୍ଷ ରଖିଲେ ମୁଖା ଖୋଲିଯିବ ସେଥିପାଇଁ ହରିଶ୍ ସାଲ୍‌ଭେଙ୍କୁ ନିୟୋଜିତ କରାଯାଇଥିଲା କି ?

‘ଭାଙ୍ଗିଗଲା ୫୦୦ ବର୍ଷର ପରମ୍ପରା’

ଆଜି ୯୭ କରୋନା ଆକ୍ରାନ୍ତ ସୁସ୍ଥ

ରଥଯାତ୍ରା ବନ୍ଦ ନେଇ କ’ଣ କହିଲେ ଗଜପତି ମହାରାଜା ?

‘ମୁହଁ ନ ଖୋଲି ରଥଯାତ୍ରା ବନ୍ଦ କଲେ, ଜଗନ୍ନାଥ ସବୁ ଦେଖୁଛନ୍ତି’

ସୁପ୍ରିମକୋର୍ଟରେ ଝୁଲୁଛି ରଥଯାତ୍ରା ଭାଗ୍ୟ: ଆସନ୍ତାକାଲି ଶୁଣାଣି

ସହିଦ ଦୁଇ ଓଡ଼ିଆଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଅନୁକମ୍ପାରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

You might also like