ଭୁବନେଶ୍ୱର ଇସ୍କନ ମନ୍ଦିରରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଅନୁଷ୍ଠିତ

ଭୁବନେଶ୍ୱର : ପୁରୀ ଜଗନ୍ନାଥ ମନ୍ଦିର ରୀତିନୀତି ଅନୁସାରେ ଭୁବନେଶ୍ୱର ଇସ୍କନ ମନ୍ଦିରରେ ମଧ୍ୟ ମହାପ୍ରଭୁଙ୍କ ସ୍ନାନ ଯାତ୍ରା ଅନୁଷ୍ଠିତ ହୋଇଯାଛି। ଘଣ୍ଟଘଣ୍ଟା ନାଦରେ ପ୍ରଥମେ ଧାଡି ପହଣ୍ଡିରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ସ୍ନାନ ବେଦିରେ ପହଣ୍ଡି ବିଜେ କରାଯାଇଥିଲା। ଏହାପରେ ଶ୍ରୀଜିଉଙ୍କର ସ୍ନାନ ପର୍ବ ଅନୁଷ୍ଠିତ ହୋଇଥିଲା।

ଅପରାହ୍ନ ପ୍ରାୟ ୪ଟା ସମୟରେ ହାତୀବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଥିଲେ ଚତୁର୍ଦ୍ଧା ମୂର୍ତ୍ତୀ।  ଭିଡକୁ ନିୟନ୍ତ୍ରଣ କରିବା ପାଇଁ କମିଶନରେଟ୍ ପୋଲିସ୍ ପକ୍ଷରୁ ୧ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା।

 

 

You might also like