ଆଣ୍ଡାମାନରେ ପହଞ୍ଚିଲା ମୌସୁମୀ, ୩ ଦିନ ପରେ ଛୁଇଁପାରେ କେରଳ

ଭୁବନେଶ୍ୱର: ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ ଛୁଇଁଲା ମୋସୁମୀ। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଜି ଆଣ୍ଡାମାନ ଛୁଇଁଛି। ମୌସୁମୀ ପ୍ରଭାବରେ ଆଣ୍ଡାମାନ ଦ୍ୱୀପରେ ବର୍ଷା ହୋଇଛି।

‘ଦକ୍ଷିଣ ଆଣ୍ଡାମାନ ଓ ନିକୋବରରେ ଆଜି ସକାଳେ ବର୍ଷା ହୋଇଛି। ୨୩ରେ ଆଣ୍ଡାମାନ ଛୁଇଁବା ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଥିଲା। ସେ ଦୃଷ୍ଟିରୁ ମୌସୁମୀ ଆସିବାରେ ୩ ଦିନ ବିଳମ୍ବ ହୋଇଛି’ ବୋଲି କହିଛନ୍ତି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଶରତ ସାହୁ।

ଆସନ୍ତା ୨୯ରେ କେରଳ ଛୁଇଁବା ନେଇ ଆଗରୁ ପୂର୍ବାନୁମାନ କରିଥିଲା ଭାରତୀୟ ପାଣିପାଗ ବିଭାଗ। ଏହା ହେଲେ ଏବର୍ଷ ଠିକ୍ ସମୟରେ ମୌସୁମୀ ଆସିବ। ସେପଟେ ଚଳିତବର୍ଷ ମୌସୁମୀ ପ୍ରବାହ ସ୍ୱାଭାବିକ ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଥିଲା।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like