ରାଜଧାନୀ ଏକ୍ସପ୍ରେସ୍‌ରେ ଦିଆଯାଉଛି ବାସି ଖାଦ୍ୟ: ଅଧାବାଟରେ ଟ୍ରେନ୍‌ ଅଟକାଇଲେ ଯାତ୍ରୀ

ଭୁବନେଶ୍ୱର: ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ଏକ୍ସପ୍ରେସ୍‌ରେ ଦିଆଯାଉଛି ବାସି ଖାଦ୍ୟ। ଏପରି କିଛି ଗୁରୁତର ଅଭିଯୋଗ ଟ୍ରେନ୍‌ ଯାତ୍ରୀ ଆଣିବା ସହ ଅସନ୍ତୋଷ ପ୍ରକାଶ କରିଛନ୍ତି।

ଏନେଇ ଇଣ୍ଡିଆନ୍ ରେଲେୱେ କ୍ୟାଟରିଂ ଆଣ୍ଡ ଟୁରିଜିମ ଲିମିଟେଡରେ ଅଭିଯୋଗ କରିଛନ୍ତି ଯାତ୍ରୀ। ବି-୫ ବଗିରେ ବାସି ଖାଦ୍ୟ ଦିଆଯାଇଥିବା ଅଭିଯୋଗରେ ଟ୍ରେନ୍‌ ମଝି ରାସ୍ତାରେ ଅଟକାଇଛନ୍ତି ଯାତ୍ରୀ। ମିଳିଥିବା ସୂଚନା ମୁତାବକ ଟାଟା ନଗର ଷ୍ଟେସନ୍‌ରେ ଅଟକି ରହିଛି ରାଜଧାନୀ ଏକ୍ସପ୍ରେସ୍।

ଆହୁରି ପଢ଼ନ୍ତୁ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

ନିଲମ୍ବିତ ହେଲେ ଗୁଣପୁର ତହସିଲଦାର

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ୱେଲ୍ ମାର୍କରେ ପରିଣତ

ପଥର ଖାଦାନରେ ଚାଲାଣକୁ ନେଇ ମୁହାଁମୁହିଁ ପେସା ଓ ସିପିଆଇଏମ୍

ବାଲେଶ୍ୱର ଉପନିର୍ବାଚନ: ଆକର୍ଷଣ ସାଜିଛନ୍ତି ୯୦ ବର୍ଷର ବେଣୁଧର

ଦଳୀୟ ନେତାଙ୍କୁ ଗୁରୁମନ୍ତ୍ର ଦେଲେ ଚେଲ୍ଲାକୁମାର

You might also like