ବାଣପୁରକୁ ରାଜସ୍ୱ ଉପଖଣ୍ଡ ମାନ୍ୟତା ଦାବିରେ ବାଲୁଗାଁ ଓ ବାଣପୁର ବନ୍ଦ ଡାକରା

ଖୋର୍ଦ୍ଧା : ଖୋର୍ଦ୍ଧା ବାଣପୁରକୁ ରାଜସ୍ୱ ଉପଖଣ୍ଡ ମାନ୍ୟତା ଦାବିରେ ବାଲୁଗାଁ ଓ ବାଣପୁର ବନ୍ଦ। ବାଲୁଗାଁ-ବାଣପୁର-ଚିଲିକା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି। ଏଠାରେ ସମସ୍ତ ଦୋକାନ ବଜାର ସହ ସରକାରୀ ଓ ବେସରକାରୀ ଅଫିସ ବନ୍ଦ ରହିଛି।

ବିଭିନ୍ନ ସ୍ଥାନରେ ପିକେଟିଂ କରିଛନ୍ତି ଆନ୍ଦୋଳନକାରୀ । ତେବେ ଗାଡି ଚଳାଚଳ ସ୍ୱାଭାବିକ ରହିଛି। ଦୀର୍ଘ ଦିନ ହେଲା ବାଣପୁରକୁ ସବଡିଭିଜନ ମାନ୍ୟତା ପାଇଁ ସ୍ଥାନୀୟ ଲୋକେ ଦାବି କରିଆସୁଛନ୍ତି।

 

ଆହୁରି ପଢ଼ନ୍ତୁ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

You might also like