ଯୌନାଙ୍ଗ କାଟିଦେଲେ ସୁପାରୀ କିଲର

ବରଗଡ଼ : ବଡ଼ ଭାଇଠାରୁ ସୁପାରୀ ନେଇ ସାନ ଭାଇର ଯୌନାଙ୍ଗ କାଟିଦେଲେ ସୁପାରି କିଲର। ଏଥିରେ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ସାନ ଭାଇ। ବରଗଡ଼ ଜିଲ୍ଲା ନୀଳେଶ୍ୱର ଗାଁରୁ ଅସିଛି ଏହି ଅଭିଯୋଗ।

ବରଗଡ଼ ସଦର ଥାନାରେ ହୋଇଥିବା ଅଭିଯୋଗ ଅନୁସାରେ ନୀଳେଶ୍ୱର ଗାଁର ଅଶୋକ ବାରିକଙ୍କୁ ସେହି ଗାଁର ସୁଦାମ ନାମକ ଜଣେ ବ୍ୟକ୍ତି ଏକ ଧାରୁଆ ଅସ୍ତ୍ରରେ ଅଶୋକଙ୍କୁ ଆକ୍ରମଣ କରିଥିଲା। ତେବେ ବେକକୁ କାଟିବା ଲାଗି ଉଦ୍ୟମ କରି ବିଫଳ ହେବା ପରେ ତାଙ୍କ ସମ୍ବେଦନଶୀଳ ଅଙ୍ଗକୁ କାଟି ଦେଇଥିଲା।

ଘଟଣାସ୍ଥଳରୁ ସୁଦାମ ଫେରାର ହୋଇଥିବା ବେଳେ, ଏପଟେ ଅଶୋକଙ୍କୁ ଗୁରୁତର ଅବସ୍ଥାରେ ବରଗଡ଼ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘରୋଇ କଳିକୁ ନେଇ ବଡ଼ ଭାଇ ସୁପାରୀ ଦେଇଥିବାରୁ ଅଶୋକଙ୍କ ଉପରେ ଏଭଳି ଆକ୍ରମଣ ହୋଇଥିବା ଏତଲାରେ ଉଲ୍ଲେଖ ରହିଛି।

ଅଭିଯୋଗ ପରେ ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।

ଆହୁରି ପଢ଼ନ୍ତୁ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

ନିଲମ୍ବିତ ହେଲେ ଗୁଣପୁର ତହସିଲଦାର

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ୱେଲ୍ ମାର୍କରେ ପରିଣତ

ପଥର ଖାଦାନରେ ଚାଲାଣକୁ ନେଇ ମୁହାଁମୁହିଁ ପେସା ଓ ସିପିଆଇଏମ୍

ବାଲେଶ୍ୱର ଉପନିର୍ବାଚନ: ଆକର୍ଷଣ ସାଜିଛନ୍ତି ୯୦ ବର୍ଷର ବେଣୁଧର

ଦଳୀୟ ନେତାଙ୍କୁ ଗୁରୁମନ୍ତ୍ର ଦେଲେ ଚେଲ୍ଲାକୁମାର

You might also like