ବିଜୟ ପାଲ୍ ଗୁଳିକାଣ୍ଡ ଘଟଣା: ଭଏସ୍ ଟେଷ୍ଟ ପାଇଁ ମନା କଲେ ସୁଶାନ୍ତ ଧଳସାମନ୍ତ, ରଂଜିତା ବିଶ୍ୱାଳ

କଟକ: କଟକ ସୁଭଦ୍ରାପୁର ବିଜୟ ପାଲ ଉପରେ ଗୁଳିମାଡ଼ ଘଟଣାରେ ଅପରାଧୀ ସୁଶାନ୍ତ ଧଳସାମନ୍ତ ଓ ନିଲମ୍ବିତ ବିଜେଡି କର୍ପୋରେଟର ରଞ୍ଜିତା ବିଶ୍ୱାଳ ଭଏସ୍ ଟେଷ୍ଟ ପାଇଁ ମନା କରିଛନ୍ତି।

ଭଏସ୍ ଟେଷ୍ଟ ପାଇଁ ଅନୁମତି ଦେଇଥିଲେ କଟକ ଜେଏମଏଫସି (ରୁରାଲ) କୋର୍ଟ। ସୁଶାନ୍ତ ଓ ରଞ୍ଜିତାଙ୍କ ମଧ୍ୟରେ ଜେଲ ଭିତରର ବାର୍ତ୍ତାଳାପ ଏବଂ ଜେରା ବେଳେ ହୋଇଥିବା ଭଏସକୁ ମ୍ୟାଚ କରାଯିବା ନେଇ କଟକ ସଦର ଥାନା ପୋଲିସ  କୋର୍ଟରେ ମଧ୍ୟ ଆବେଦନ କରିଥିଲା।

ଗତକାଲି ଉଭୟଙ୍କର ତିନିଦିନିଆ ରିମାଣ୍ଡ ଅବଧି ସରିଛି। ପ୍ରଥମ ଦୁଇଦିନ ମାରାଥନ ଜେରା ପରେ ଶେଷ ଦିନ ମୁହାଁମୁହିଁ ବସାଇ ଜେରା କରିଥିଲା ପୋଲିସ। ଜେରା ବେଳେ ପୋଲିସ ହାତରେ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଲାଗିଥିବା ଜଣାପଡିଛି।

ଆହୁରି ପଢ଼ନ୍ତୁ

ଆଉ ୧୩୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ଏଥର ଏହି ଜିଲ୍ଲାରେ ସର୍ବାଧିକ

Puri Rath Yatra 2020: ଗଜପତି ମହାରାଜାଙ୍କ ଚିଠି ପରେ କାହିଁକି ମୁହଁ ଖୋଲୁ ନାହାନ୍ତି ମୁଖ୍ୟମନ୍ତ୍ରୀ ?

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପୁଲିସ୍ ବାବୁ

Puri Rath Yatra 2020:ଶ୍ରୀମନ୍ଦିର ଭିତରେ କେମିତି ହେବ ବିଧିରକ୍ଷା; ସନ୍ଧ୍ୟାରେ ନିଷ୍ପତ୍ତି

କରୋନା ଅପ୍‌ଡେଟ୍: ୨୪ ଘଣ୍ଟାରେ ଦେଶରେ ୩୩୪ ଜଣଙ୍କ ମୃତ୍ୟୁ

ଏଜି ପକ୍ଷ ରଖିଲେ ମୁଖା ଖୋଲିଯିବ ସେଥିପାଇଁ ହରିଶ୍ ସାଲ୍‌ଭେଙ୍କୁ ନିୟୋଜିତ କରାଯାଇଥିଲା କି ?

‘ଭାଙ୍ଗିଗଲା ୫୦୦ ବର୍ଷର ପରମ୍ପରା’

ଆଜି ୯୭ କରୋନା ଆକ୍ରାନ୍ତ ସୁସ୍ଥ

ରଥଯାତ୍ରା ବନ୍ଦ ନେଇ କ’ଣ କହିଲେ ଗଜପତି ମହାରାଜା ?

‘ମୁହଁ ନ ଖୋଲି ରଥଯାତ୍ରା ବନ୍ଦ କଲେ, ଜଗନ୍ନାଥ ସବୁ ଦେଖୁଛନ୍ତି’

ସୁପ୍ରିମକୋର୍ଟରେ ଝୁଲୁଛି ରଥଯାତ୍ରା ଭାଗ୍ୟ: ଆସନ୍ତାକାଲି ଶୁଣାଣି

ସହିଦ ଦୁଇ ଓଡ଼ିଆଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଅନୁକମ୍ପାରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

You might also like