ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା, ନାବାଳିକା ଝିଅ ଗୁରୁତର

ବରଗଡ଼: ବରଗଡ଼ ଜିଲ୍ଲା ଅମ୍ବାଭୋନା ଖଇରିପାଲ୍ଲୀ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଗତକାଲି ରାତିରେ ଶୋଇଥିବା ବେଳେ ଜଣେ ଶିକ୍ଷକଙ୍କୁ ଟାଙ୍ଗିଆରେ ହାଣି ଅତି ନୃଶଂସ ଭାବେ ହତ୍ୟା କରାଯାଇଥିବା ବେଳେ ଆକ୍ରମଣରେ ତାଙ୍କ ନାବାଳିକା ଝିଅ ମଧ୍ୟ ଗୁରୁତର ଆହତ ହୋଇଛନ୍ତି।

ଆହତ ନାବାଳିକାଙ୍କୁ ବରଗଡ଼ ମେଡ଼ିକାଲରେ ଭର୍ତ୍ତି କରାଯାଇଛି।  ମୃତ ବ୍ୟକ୍ତି ଜଣକ ଅତାବିରା ବ୍ଲକ୍ ସରଣ୍ଡାର ସାଧୁଚରଣ ପ୍ରଧାନ ଏବଂ ସେ ଖଇରିପାଲ୍ଲୀ ସ୍କୁଲରେ ଶିକ୍ଷକ ତଥା ସିଆରସି ଭାବେ କାର୍ଯ୍ୟ କରୁଥିଲେ ବୋଲି ଜଣାପଡ଼ିଛି।

ତେବେ କେଉଁ ପରିସ୍ଥିତିରେ ବାପା, ଝିଅଙ୍କୁ ଆକ୍ରମଣ ହୋଇଛି ଏବଂ କିଏ ଏଭଳି କାଣ୍ଡ ଘଟାଇଛି ତାହା ସ୍ପଷ୍ଟ ହୋଇ ନାହିଁ। ଅମ୍ବାଭୋନା ପୋଲିସ ଏବଂ ବରଗଡ଼ ଏସ୍‌ଡ଼ିପିଓ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ଜଣଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି।

ଆହୁରି ପଢ଼ନ୍ତୁ

ହୋଟେଲରେ ଚାଲିଥିଲା ସେକ୍ସ ରାକେଟ୍, ୨ ମହିଳାଙ୍କ ସମେତ ଗ୍ରାହକ ଓ ହୋଟେଲ ମ୍ୟାନେଜର ଅଟକ

ସୁପ୍ରିମକୋର୍ଟ ଗଲେ ବର୍ଷା

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

ଏକାଧିକ ଦୋକାନ ଉପରକୁ ଚଢ଼ି ଓଲଟି ପଡ଼ିଲା ଟ୍ରକ୍‌

ଶୁଦ୍ଧିକ୍ରିୟାରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା

ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

ନା ଥିଲା ମାସ୍କ ନା ଥିଲା ସାମାଜିକ ଦୂରତା: କରୋନା କଟକଣାକୁ ଫୁ’ କରି ଧୁମ୍‌ଧାମ୍‌ରେ ଚାଲିଥିଲା ବିଶ୍ୱକର୍ମା ଭସାଣ

SCB କୋଭିଡ୍‌ ୱାର୍ଡରେ‌ ଅବ୍ୟବସ୍ଥା ଘଟଣାର ତଦନ୍ତ କରିବ ୩ ଜଣିଆ କମିଟି

ତାଗିଦ ନାଁରେ ବ୍ୟବସାୟ ଉପରେ ଛାଟ !

୨୪ ଘଣ୍ଟାରେ ସୁସ୍ଥ ହେଲେ ୪୧୦୧ କରୋନା ଆକ୍ରାନ୍ତ

ଦିନକରେ ୮ଟି ସ୍ଥାନରେ ସିବିଆଇ ରେଡ୍

You might also like