୬ରୁ ପୁଣି ବଢ଼ିବ ତାତି

ଭୁବନେଶ୍ୱର: କାଳବୈଶାଖୀ ବର୍ଷା ଯୋଗୁଁ ରାଜ୍ୟରେ ତାତି କମିଛି। ଏହା ଦ୍ୱାରା ଲୋକେ ଆଶ୍ୱସ୍ତ ହୋଇଛନ୍ତି। କେବଳ ଭବାନୀପାଟଣାର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି।  ବାକି ସବୁ ସ୍ଥାନର ତାପମାତ୍ରା ୨-୩ ଡିଗ୍ରୀ ଲେଖାଏଁ କମିଛି।

ଆଜି ମଧ୍ୟ ବିଭିନ୍ନ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ଅଛି।  ବର୍ଷା ପବନ ଯୋଗୁଁ ୫ ତାରିଖ ଯାଏଁ ସାରା ରାଜ୍ୟରେ ତାପମାତ୍ରା କମ୍ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଘଡ଼ଘଡ଼ି ଓ ବିଜୁଳି ମାରିବାର ଆଶଙ୍କା ଥିବାରୁ ସତର୍କ ରହିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି।

୬ ତାରିଖ ପରେ ପୁଣି ତାତି ବଢ଼ିବ। ତେବେ ୯ ତାରିଖରୁ ପୁଣି ତାତି କମିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଆହୁରି ପଢ଼ନ୍ତୁ

ଆଉ ୧୩୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ଏଥର ଏହି ଜିଲ୍ଲାରେ ସର୍ବାଧିକ

Puri Rath Yatra 2020: ଗଜପତି ମହାରାଜାଙ୍କ ଚିଠି ପରେ କାହିଁକି ମୁହଁ ଖୋଲୁ ନାହାନ୍ତି ମୁଖ୍ୟମନ୍ତ୍ରୀ ?

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପୁଲିସ୍ ବାବୁ

Puri Rath Yatra 2020:ଶ୍ରୀମନ୍ଦିର ଭିତରେ କେମିତି ହେବ ବିଧିରକ୍ଷା; ସନ୍ଧ୍ୟାରେ ନିଷ୍ପତ୍ତି

କରୋନା ଅପ୍‌ଡେଟ୍: ୨୪ ଘଣ୍ଟାରେ ଦେଶରେ ୩୩୪ ଜଣଙ୍କ ମୃତ୍ୟୁ

ଏଜି ପକ୍ଷ ରଖିଲେ ମୁଖା ଖୋଲିଯିବ ସେଥିପାଇଁ ହରିଶ୍ ସାଲ୍‌ଭେଙ୍କୁ ନିୟୋଜିତ କରାଯାଇଥିଲା କି ?

‘ଭାଙ୍ଗିଗଲା ୫୦୦ ବର୍ଷର ପରମ୍ପରା’

ଆଜି ୯୭ କରୋନା ଆକ୍ରାନ୍ତ ସୁସ୍ଥ

ରଥଯାତ୍ରା ବନ୍ଦ ନେଇ କ’ଣ କହିଲେ ଗଜପତି ମହାରାଜା ?

‘ମୁହଁ ନ ଖୋଲି ରଥଯାତ୍ରା ବନ୍ଦ କଲେ, ଜଗନ୍ନାଥ ସବୁ ଦେଖୁଛନ୍ତି’

ସୁପ୍ରିମକୋର୍ଟରେ ଝୁଲୁଛି ରଥଯାତ୍ରା ଭାଗ୍ୟ: ଆସନ୍ତାକାଲି ଶୁଣାଣି

ସହିଦ ଦୁଇ ଓଡ଼ିଆଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଅନୁକମ୍ପାରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

You might also like