ସପ୍ତାହେ ମଧ୍ୟରେ ତାପମାତ୍ରା ୪୦ ଡିଗ୍ରୀକୁ ଟପିବ!

ଭୁବନେଶ୍ୱର: ମାର୍ଚ୍ଚ ଆରମ୍ଭ ନହେଉଣୁ ବଢ଼ିଲାଣି ତାତି। ଆଗକୁ ପାରଦ ଆହୁରି ବଢ଼ିବାର ସମ୍ଭାବନା ମଧ୍ୟ ରହିଛି। ବର୍ତ୍ତମାନ ଦକ୍ଷିଣ ଦିଗରୁ ପବନ ପ୍ରବାହିତ ହେଉଥିବାରୁ ତାତି ବଢିବ ବୋଲି ପାଣିପାଗ ବିଭାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

କେବଳ ସେତିକି ନୁହେଁ, ଆସନ୍ତା ସପ୍ତାହେ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀକୁ ଟପିବ ବୋଲି ପାଣିପାଗ ବିଭାଗ ଆଶଙ୍କା କରିଛି।

You might also like