ମା ଓ ଶିଶୁର ମୃତ୍ୟୁକୁ ନେଇ କିମ୍‌ସ ହସ୍ପିଟାଲରେ ଉତ୍ତେଜନା

ଭୁବନେଶ୍ୱର  : ଭୁବନେଶ୍ୱର କିମ୍‌ସ ହସ୍ପିଟାଲରେ ଉତ୍ତେଜନା।  ମାଆ ଓ ତାର ଶିଶୁର ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ଚିକିତ୍ସା ଅବହେଳା ଅଭିଯୋଗ କରି ହସ୍ପିଟାଲ ଆଗରେ ଧାରଣା ଦେଇଛନ୍ତି ଟାଙ୍ଗିବାନ୍ତ ଗାଁ ଲୋକେ।

ଗତ ୧୧ ତାରିଖ ରାତିରେ ପ୍ରସବ ଯନ୍ତ୍ରଣା ଯୋଗୁ ଜଣେ ପ୍ରସୂତିଙ୍କୁ କିମ୍‌ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଚିକିତ୍ସାଧିନ ଅବସ୍ଥାରେ ଗତ ୧୨ତାରିଖରେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ଶିଶୁର ମୃତ୍ୟୁ ହୋଇଥିଲା। ଏହି ଘଟଣା ପରେ ଚିକିତ୍ସା ଅବହେଳାକୁ ଦାୟୀ କରିଛନ୍ତି ପରିବାର ଲୋକେ।

ଆହୁରି ପଢ଼ନ୍ତୁ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

You might also like